ଭଦ୍ରକରେ ନନ୍ଦନକାନନ ଏକ୍ସପ୍ରେସ ଉପରକୁ ଗୁଳିମାଡ଼

ଭଦ୍ରକ,୫।୧୧: ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍‌ ଲାଇନ୍‌ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍‌ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ କରିଛନ୍ତି। ଗୁଳିଟି ଗାର୍ଡ ବଗିର ୱିଣ୍ଡୋ କାଚରେ ବାଜିଛି। ଗୁଳିକାଣ୍ଡରେ ୱିଣ୍ଡୋ କାଚ ଭାଙ୍ଗି ଯାଇଥିବା ବେଳେ ଏଥିରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ଟ୍ରେନ୍‌ଟି କିଛି ସମୟ ଅଟକି ରହିଥିବା ବେଳେ ଜିଆର୍‌ପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହେଲେ ଦୁର୍ବୃତ୍ତମାନେ କେଉଁ ଉଦ୍ଦେଶ୍ୟରେ ଏହି ଗୁଳିକାଣ୍ଡ ଘଟାଇଛନ୍ତି ତାହା ସ୍ପଷ୍ଟ ଜଣାପଡି ନାହିଁ। ଘଟଣା ପରେ ଯାତ୍ରୀମାନେ ଭୟଭୀତ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri