୧୧ହଜାର ପର୍ଯ୍ୟଟକ ବୁଲିଲେ ନନ୍ଦନକାନନ

ବାରଙ୍ଗ,୫ା୧(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ ମଙ୍ଗଳବାର ଠାରୁ ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି। ପର୍ଯ୍ୟଟକମାନେ ପ୍ରାଣୀ ଉଦ୍ୟାନର ବାଘ, ସିଂହ, ଭାଲୁ ଓ ତୃଣଭୋଜି ପ୍ରାଣୀଙ୍କୁ ଦେଖିବାର ମଜା ଉଠାଇଥିଲେ। ବଟାନିକାଲ ଗାର୍ଡେନରେ ବିଭିନ୍ନ କିସମର ଗଛଲତା, ଉଦ୍ୟାନ ବୁଲି ଦେଖିବା ସହିତ ପିଲାମାନଙ୍କୁ ଶିଶୁ ଉଦ୍ୟାନରେ ଦୋଳି ଖେଳାଇଥିଲେ। ତେବେ ବଣଭୋଜି ବନ୍ଦ ଥିବାରୁ ଉଦ୍ୟାନକୁ ଅଧିକ ସଂଖ୍ୟାରେ ପର୍ଯ୍ୟଟକ ଆସି ନ ଥିବା ଦେଖିବାକୁ ମିଳିଥିଲା। ତେବେ ଉଭୟ ଉଦ୍ୟାନରେ ଓମିକ୍ରନ ପାଇଁ ସାମାଜିକ ଦୂରତ୍ୱ ସହ ସାନିଟାଇଜ, ଥର୍ମାଲ ସ୍କ୍ରିନିଂ କରାଯାଇ ପର୍ଯ୍ୟଟକଙ୍କୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଥିଲା। ମାସ୍କ ପିନ୍ଧିବା ବାଧ୍ୟତାମୂଳକ ରହିଥିଲା। ନନ୍ଦନକାନନରେ ୧୧ ହଜାର ୧୨ଜଣ ପର୍ଯ୍ୟଟକ ଓ ରାଜ୍ୟ ଉଭିଦ ଉଦ୍ୟାନରେ ୨୯୯ଜଣ ପର୍ଯ୍ୟଟକ ଆସିଥିବା ନନ୍ଦନକାନନର ସହକାରୀ ବନ ସଂରକ୍ଷକ ଶରତ ଚନ୍ଦ୍ର ବେହେରା କହିଛନ୍ତି। ପ୍ରକାଶ ଯେ, ନୂଆବର୍ଷରେ ନନ୍ଦନକାନନ ଭିଡ଼ ହେବା ଆଶଙ୍କା କରି ପର୍ଯ୍ୟଟକଙ୍କ ହିତ ଦୃଷ୍ଟିରୁ ୫ଦିନ ପାଇଁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନକୁ କର୍ତ୍ତୃପକ୍ଷ ବନ୍ଦ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri