ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ବାରଙ୍ଗ,୨୩ା୫(ଡି.ଏନ୍‌.ଏ.): ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ସଫାରୀ କାଉଣ୍ଟରର ୩ କର୍ମଚାରୀଙ୍କୁ ସୋମବାର ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଅପରପକ୍ଷରେ ଘଟଣାର ତଦନ୍ତ କରି ଠିକା ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନନ୍ଦନକାନନର ଉପନିର୍ଦ୍ଦେଶକ ଡ. ସଞ୍ଜିତ କୁମାର କହିଛନ୍ତି।

ସୂଚନାନୁଯାୟୀ, ରବିବାର ନନ୍ଦନକାନନ ବସ୍‌ ସଫାରି ଟିକେଟ୍‌ କାଉଣ୍ଟରରେ ଛତିଶଗଡ଼ର କିଛି ପର୍ଯ୍ୟଟକ ଟିକେଟ କାଟିବାକୁ ବାଧ୍ୟ କରିବା ପରେ କାଉଣ୍ଟର କର୍ମଚାରୀ ଓ ପର୍ଯ୍ୟଟକଙ୍କ ମଧ୍ୟରେ ମାଡ଼ପିଟ୍‌ ହୋଇଥିଲା। ନନ୍ଦନକାନନ ସଫାରି କର୍ମଚାରୀଙ୍କ ଆକ୍ରମଣରେ ଦୁଇ ପର୍ଯ୍ୟଟକ ଆହତ ହୋଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri