ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।

ଏଥିସହିତ ପ୍ରାଣୀ ଉଦ୍ୟାନ ବୁଲିଛନ୍ତି ମୋଟ ୩୮ ଲକ୍ଷ ୪୩ ହଜାର ୨୮ ପର୍ଯ୍ୟଟକ। ବଟାନିକାଲ ଗାର୍ଡେନ ମଧ୍ୟ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ସାଜିଥିଲା। ମୋଟ ୧ ଲକ୍ଷ ୭୭ ହଜାର ୫୧୧ ପର୍ଯ୍ୟଟକ ବଟାନିକାଲ ଗାର୍ଡେନ ବୁଲିଥିବା ସୂଚନା ମିଳିଛି।

ବିଗତ ବର୍ଷାରେ ରେକର୍ଡ ୨୩.୨୩ କୋଟି ଟଙ୍କାର ରାଜସ୍ୱ ଆଦାୟ କରିଛି ନନ୍ଦନକାନନ। ୨୦୨୪ ତୁଳନାରେ ଏହି ରାଜସ୍ୱ ୧.୦୬ କୋଟି ଅଧିକ । ୨୦୨୪ରେ ୩୭ ଲକ୍ଷ ୯୯ ହଜାର ୬୩୨ ପର୍ଯ୍ୟଟକ ନନ୍ଦନକାନନ ବୁଲିଥିଲେ। ୨୨.୧୭ କୋଟି ଟଙ୍କାର ରାଜସ୍ୱ ଆଦାୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri