ନନ୍ଦନକାନନ ଟିକେଟ କାଉଣ୍ଟର ବନ୍ଦ: ହଟହଟା ପର୍ଯ୍ୟଟକ

ଭୁବନେଶ୍ୱର,୭।୧(ବ୍ୟୁରୋ): ନନ୍ଦନକାନନ ଟିକେଟ କାଉଣ୍ଟରକୁ ବନ୍ଦ କରିଦିଆଯାଇଛି। ସରକାରଙ୍କ ନୂଆ କୋଭିଡ ନିୟମ ଅନୁଯାୟୀ, ଶୁକ୍ରବାରଠାରୁ ଫେବୃୟାରୀ ପହିଲା ପର୍ଯ୍ୟନ୍ତ ନନ୍ଦନକାନନ ଟିକେଟ କାଉଣ୍ଟର ବନ୍ଦ ରହିବ। ପର୍ଯ୍ୟଟକ କେବଳ ଅନଲାଇନରେ ଟିକେଟ ବୁକ କରି ନନ୍ଦନକାନନ ବୁଲି ପାରିବେ । ଏହି ନୂଆ ନିୟମ ଯୋଗୁ ନନ୍ଦନକାନନ ଫାଟକ ସମ୍ମୁଖରେ, ହଜାର ହଜାର ପର୍ଯ୍ୟଟକ ହଟହଟା ହେବାର ଦେଖାଯାଇଛି । ଅନେକ ପର୍ଯ୍ୟଟକ ନିରାଶ ହୋଇ ଫେରିଯିବାକୁ ବାଧ୍ୟ ହୋଇଛନ୍ତି ।
ଅନ୍ୟପଟେ ଅନ ଲାଇନ ସର୍ଭର ଜାମ ରହିବା ଯୋଗୁ ଅନଲାଇନ ଟିକେଟ ବୁକ କରିବା ସମ୍ଭବ ହେଉନାହିଁ ବୋଲି ପର୍ଯ୍ୟଟକ ଅଭିଯୋଗ କରିଛନ୍ତି । ଏହାର ସୁଯୋଗ ନେଇ କିଛି କଳାବଜାରୀ ତତ୍ପର ହୋଇ ଉଠିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri