ଶୀତ ପାଇଁ ନନ୍ଦନକାନନ ସମୟ ବଦଳିଲା

ବାରଙ୍ଗ,୧।୧୦(ଡି.ଏନ୍‌.ଏ.)- ଶୀତ ଋତୁ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନର ସମୟ ପରିିବର୍ତ୍ତନ ହୋଇଛି। ଏଣିକି ପର୍ଯ୍ୟଟକଙ୍କ ଲାଗି ସକାଳ ୮ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲା ରହିବ ଉଭୟ ଉଦ୍ୟାନ। ଅକ୍ଟୋବର ପହିଲାଠାରୁ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ୬ମାସ ପାଇଁ ଉଭୟ ପାର୍କ ଖୋଲିବାର ସମୟସୀମା ପରିବର୍ତ୍ତନ ହୋଇଛି ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସଞ୍ଜିତ କୁମାର ସୂଚନା ଦେଇଛନ୍ତି। ତେବେ ଅନ୍ୟ ୬ମାସ ଖରାଦିନ ଯୋଗୁ ସକାଳ ସାଢ଼େ ୭ଟାରୁ ଅପରାହ୍ନ ସାଢ଼େ ୫ପର୍ଯ୍ୟନ୍ତ ଉଭୟ ପାର୍କ ଖୋଲା ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଶେଷ ବେଳକୁ ବିଜେଡିରେ ଥିବେ  କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା

ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri