ଶୀତ ପାଇଁ ନନ୍ଦନକାନନ ସମୟ ବଦଳିଲା

ବାରଙ୍ଗ,୧।୧୦(ଡି.ଏନ୍‌.ଏ.)- ଶୀତ ଋତୁ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନର ସମୟ ପରିିବର୍ତ୍ତନ ହୋଇଛି। ଏଣିକି ପର୍ଯ୍ୟଟକଙ୍କ ଲାଗି ସକାଳ ୮ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲା ରହିବ ଉଭୟ ଉଦ୍ୟାନ। ଅକ୍ଟୋବର ପହିଲାଠାରୁ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ୬ମାସ ପାଇଁ ଉଭୟ ପାର୍କ ଖୋଲିବାର ସମୟସୀମା ପରିବର୍ତ୍ତନ ହୋଇଛି ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସଞ୍ଜିତ କୁମାର ସୂଚନା ଦେଇଛନ୍ତି। ତେବେ ଅନ୍ୟ ୬ମାସ ଖରାଦିନ ଯୋଗୁ ସକାଳ ସାଢ଼େ ୭ଟାରୁ ଅପରାହ୍ନ ସାଢ଼େ ୫ପର୍ଯ୍ୟନ୍ତ ଉଭୟ ପାର୍କ ଖୋଲା ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ

କାଏମା,୧୦ା୭( ଶିବପ୍ରସାଦ ମହାନ୍ତି) : ଜଳ ହିଁ ଜୀବନ। ହେଲେ ଗ୍ରୀଷ୍ମ ପ୍ରବାହ ଯୋଗୁ ଦିନକୁ ଦିନ ଜଳସ୍ତର କମି ଚାଲିଥିବାରୁ ବିଭିନ୍ନ ଗ୍ରାମରେ ଦେଖା...

ଭିଜିଲାନ୍ସ ଜାଲରେ ବିଇଓ ଅଫିସର ମୁଖ୍ୟ କିରାଣୀ, ଲାଞ୍ଚ ନେଲା ବେଳେ…

ଭବାନୀପାଟଣା,୨୪।୬(ସ୍ବ.ପ୍ର.): କଳାହାଣ୍ଡି ଜିଲା କଲମପୁର ବ୍ଲକ ବିଇଓ ଅଫିସର କାର୍ଯ୍ୟରତ ମୁଖ୍ୟ କିରାଣୀ ଯୁଧିଷ୍ଠିର ହରିଜନ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଜଣେ ଅବସରପ୍ରାପ୍ତ...

ନଦୀଘାଟରୁ ଖୋଲାଖୋଲି ବାଲି ଚାଲାଣ

ଖଡ଼ିଆଳ, ୪।୬(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ବ୍ଲକରେ ୧୧ଟି ନଦୀ ବାଲିଘାଟ ଅଛି। ତୋର୍ଲି, ବିଛନାପାଲି ନମ୍ବର ୧, କିକିରିବେଡା ନିଲାମ ହୋଇଛି। ବିଛନାପାଳି ନମ୍ବର...

ଐତିହ୍ୟ ଘୋଡ଼ାର ପାର୍ଶ୍ୱ ସ୍ଥାପତ୍ୟ ହଟିଲା

ଭୁବନେଶ୍ୱର, ୨୨।୮(ବ୍ୟୁରୋ): ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍‌ ଗୋଲେଇ ଛକରେ ଥିବା ଐତିହ୍ୟ ଘୋଡା ଓ ଯୋଦ୍ଧା ସ୍ଥାପତ୍ୟ ସ୍ଥାନାନ୍ତର ନିଷ୍ପତ୍ତିରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏଠାରେ ସୌନ୍ଦର୍ଯ୍ୟକରଣ...

ପରଲୋକରେ ପୂର୍ବତନ ବିଧାୟକ ଅରୁଣ ଦେ

ଭୁବନେଶ୍ବର,୨।୮: ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୬ ବର୍ଷ ହୋଇଥିଲା। ଅରୁଣ କରୋନାରେ ଆକ୍ରାନ୍ତ ହୋଇ କିଛି ଦିନ ହେଲା...

ସରକାରୀ ଅର୍ଥରେ ଆବାସ କାମ ସାରିବା କଷ୍ଟକର

ତେନ୍ତୁଳିଖୁଣ୍ଟି, ୧୦।୯(ଚିଦାନନ୍ଦ ସାହୁ)ଦୀର୍ଘ ଦିନର ବ୍ୟବଧାନ ପରେ ଚଳିତ ବର୍ଷ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଗୃହ କାର୍ଯ୍ୟାଦେଶ ମିଳିଛି। ୪ ବର୍ଷର ଅପେକ୍ଷା ପରେ...

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ବନ୍ଧା ହେଲେ ୩ ରେଳ କର୍ମଚାରୀ

ବାଲେଶ୍ବର,୭।୭(ମାନସବିଶ୍ୱାଳ): ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ସିବିଆଇ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୩ଜଣ ରେଳ କର୍ମଚାରୀଙ୍କୁ ସିବିଆଇ ଗିରଫ କରିଛି। ଗିରଫ କର୍ମଚାରୀମାନେ ହେଲେ...

ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୩।୫: ପିପିଲି ଉପନିର୍ବାଚନକୁ ସୋମବାର ସ୍ଥଗିତ ରଖାଯାଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ଆଧାରରେ ରାଜ୍ୟରେ କୋଭିଡ୍‌ ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନ...

Advertisement
Archives

Model This Week