ସୋମବାର ପର୍ଯ୍ୟଟକଙ୍କ ଲାଗି ଖୋଲା ରହିବ ନନ୍ଦନକାନନ, ମଙ୍ଗଳବାର ବନ୍ଦ

ବାରଙ୍ଗ,୧୩।୮(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅଗଷ୍ଟ ୧୫ ତାରିଖ ଅର୍ଥାତ ସୋମବାର ଖୋଲା ରହିବ। ସେହିଭଳି ୧୬ ତାରିଖ ମଙ୍ଗଳବାର ଏହା ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।

ତେବେ ସୋମବାର ସ୍ବାଧୀନତା ଦିବସ ପଡୁଥିବାରୁ ସେହିଦିନ ନନ୍ଦନକାନନର ଉଭୟ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବ । ମଙ୍ଗଳବାର ଉଭୟ ଉଦ୍ୟାନ ବନ୍ଦ ରହିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri