ସୋମବାର ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ୱର,୨୨ା୧: ଆସନ୍ତା ସୋମବାର ଜାନୁଆରୀ ୨୬ରେ ନନ୍ଦନକାନନ ଚିଡ଼ିଆଖାନା ଖୋଲା ରହିବ। ସାଧାରଣତନ୍ତ୍ର ଦିବସ ଅବସରରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ବଟାନିକାଲ ଗାର୍ଡେନ ମଧ୍ୟ ଖୋଲା ରହିବ ବୋଲି ଚିଡ଼ିଆଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୋମବାର ପରିବର୍ତ୍ତେ ଏହା ମଙ୍ଗଳବାର ବନ୍ଦ ରହିବ।

ସୂଚନା ଥାଉକି, ପ୍ରତି ସୋମବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନ ବନ୍ଦ ରହିଥାଏ। ସାଧାରଣତନ୍ତ୍ର ଦିବସ ଏହି ଦିନ ପଡୁଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗର୍ଭବତୀ ମହିଳା ନିଖୋଜ: ଟାଉନ ଥାନାରେ ଏତଲା

ରାୟଗଡ଼ା, ୧୦।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଗର୍ଭବତୀ ମହିଳା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ବିଜେଡିକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ଭୁବନେଶ୍ୱର,୧୦।୩: ବିଜେଡିକୁ ଶକ୍ତ ଝଟ୍‌କା। ଦଳରୁ ଇସ୍ତଫା ଦେଲେ ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା । ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା…

ମାଥ୍ୟୁ ହେଡେନଙ୍କୁ ମିଳିଲା ଗୁରୁଦାୟିତ୍ୱ

ଅହମଦାବାଦ,୧୦ା୩: ଅଷ୍ଟ୍ରେଲିଆର ପୂର୍ବତନ ଓପନର ମାଥ୍ୟୁ ହେଡେନଙ୍କୁ ମଙ୍ଗଳବାର ଆଗାମୀ ଆଇପିଏଲ୍‌ ସିଜନ ଲାଗି ଗୁଜରାଟ ଟାଇଟନ୍ସ ପକ୍ଷରୁ ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଦୁଇ…

ଯୁଦ୍ଧ ଭିତରେ ଚାଇନାର ଭୟଙ୍କର ପ୍ଲାନ! ବିଶ୍ୱରେ ପଡିଲା ଚହଳ

ବେଜିଂ,୧୦।୩: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରାଷ୍ଟ୍ର, ଯୁକ୍ତରାଷ୍ଟ୍ର, ଇରାନ ସହିତ ଚାଲିଥିବା ସଂଘର୍ଷ ପାଇଁ ତାର ସମସ୍ତ ଶକ୍ତି ଲଗାଇ ଦେଇଥିବା ବେଳେ, ଚାଇନା ଏକ ଭୟଙ୍କର…

ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ଚମକାଇଲେ ରିଙ୍କୁ ସିଂ, କହିଦେଲେ…

ଅହମଦାବାଦ,୧୦ା୩: ଫାଇନାଲରେ ନ୍ୟୁଜିଲାଣ୍ଡକୁ ହରାଇ ଭାରତ ଚାମ୍ପିୟନ ହେବା ପରେ ଭାରତୀୟ ଦଳର ଷ୍ଟାର ରିଙ୍କୁ ସିଂ ତାଙ୍କ ସ୍ବର୍ଗତ ବାପା ଖାନଚାନ୍ଦ ସିଂଙ୍କ ଲାଗି ଏକ…

ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ତଥ୍ୟରେ ତାଳମେଳ ନ ଥିବାରୁ ବଢୁଛି ଉତ୍ତେଜନା, ବାହୁନି କାନ୍ଦୁଛନ୍ତି ମା’  

ପଟ୍ଟାଙ୍ଗି/ସୁନାବେଡା, ୧୦।୩ (ଶରତ କୁମାର ଧଳ/କୃତ୍ତିବାସ ପ୍ରଧାନ): ଜବାହାର ନବୋଦୟ ବିଦ୍ୟାଳୟର ତିନି ଛାତ୍ରଙ୍କ ମୃତ୍ୟୁ ଘଟଣାର ମାତ୍ର ତିନି ଦିନ ପରେ ପୁଣି ଜଣେ ଆଶ୍ରମ…

ଅର୍ଶଦୀପଙ୍କୁ ଜରିମାନା, ଜାଣନ୍ତୁ କାହିଁକି…

ଦୁବାଇ, ୧୦ା୩: ଅହମଦାବାଦରେ ଅନୁଷ୍ଠିତ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଫାଇନାଲ ସମୟରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେରିଲ ମିଚେଲଙ୍କୁ ଲକ୍ଷ୍ୟ କରି ଅକ୍ରମଣାତ୍ମକ ଢଙ୍ଗରେ ବଲ୍‌ ଫିଙ୍ଗିଥିବାରୁ…

ଯୁଦ୍ଧବେଳେ ଫସିଗଲା ଚାଇନା! ଆମେରିକା କଲା ବଡ଼ ଗେମ୍‌…

ବେଜିଂ,୧୦।୩: ଇରାନ-ଆମେରିକା ଯୁଦ୍ଧରେ ସବୁଠାରୁ ଚର୍ଚ୍ଚିତ ପ୍ରସଙ୍ଗ ହେଉଛି ହର୍ମୁଜ, ଯାହା ବିଷୟରେ ଇରାନ ପୂର୍ୱରୁ ଆମେରିକାକୁ ଚେତାବନୀ ଦେଇ ଆସୁଥିଲା। ବିବାଦ ବଢ଼ିବା ସହିତ ଆମେରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri