୩ରେ ଖୋଲିବ ନନ୍ଦନକାନନ

ବାରଙ୍ଗ,୨ା୮(ଡି.ଏନ୍‌.ଏ.): ୩ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ୩ ତାରିଖ(ମଙ୍ଗଳବାର)ରେ ଖୋଲିବ। ଏନେଇ ନନ୍ଦନକାନନ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପର୍ଯ୍ୟଟକମାନେ ସଫାରି, ବ୍ୟାଟେରୀଚାଳିତ ଗାଡ଼ିରେ ବୁଲିବା, ବୋଟିଂର ସୁବିଧା ଏବେ ପାଇପାରିବେ ନାହିଁ। ପଶୁପକ୍ଷୀଙ୍କ ସୁରକ୍ଷା ଦୃଷ୍ଟିରୁ ପର୍ଯ୍ୟଟକମାନେ ନନ୍ଦନକାନନରେ ବୁଲିବା ବେଳେ କୌଣସି ଏନ୍‌କ୍ଲୋଜରକୁ ଯେପରି ନ ଛୁଇଁବେ ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି। ଏଥିସହ ପ୍ରବେଶ ପଥରେ ଥର୍ମାଲ ସ୍କ୍ରିନିଂ, ସାମାଜିକ ଦୂରତ୍ୱ ଓ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି। ଥଣ୍ଡା, କାଶ ହେଉଥିବା ପର୍ଯ୍ୟଟକଙ୍କ ପ୍ରବେଶକୁ ବାରଣ କରାଯାଇଛି। କରୋନାର ଦ୍ୱିତୀୟ ଲହର ପାଇଁ ମେ’ ୧ରୁ ନନ୍ଦନକାନନକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା କରାଯାଇଥିଲା। ରବିବାର ନିର୍ଦ୍ଦେଶକ ମହାପାତ୍ର ନନ୍ଦନକାନନ ପରିଦର୍ଶନରେ ଆସି ବିଭିନ୍ନ ସ୍ଥାନର ତର୍ଜମା କରିଛନ୍ତି। ବିଭିନ୍ନ ଦିଗକୁ ଚିନ୍ତା କରାଯାଇ ନନ୍ଦନକାନନ ଖୋଲିବାର ନିଷ୍ପତ୍ତି ନିଆଯାଇଛି। ଏହା ଦ୍ୱାରା ବ୍ୟବସାୟୀମାନେ ବି ରୋଜଗାରକ୍ଷମ ହୋଇପାରିବେ। ନନ୍ଦନକାନନ ପରିସରସ୍ଥ ପରିସ୍ରାଗାର ଓ ଶୌଚାଳୟକୁ ସଫା କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri