Posted inରାଜ୍ୟ

ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବେ ଚିତାବାଘ, ଧଳା ସିଂହ

ଭୁବନେଶ୍ୱର,୨୭।୧୨ : ଓଡ଼ିଶା ପଶୁପ୍ରେମୀ ମାନଙ୍କ ପାଇଁ ଖୁସି ଖବର। ଖୁବଶୀଘ୍ର ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବାକୁ ଯାଉଛନ୍ତି ଚିତାବାଘ। ଆସନ୍ତା ମାସ ଜାନୁୟାରୀରେ ଦୁବାଇ ଚିଡ଼ିଆଖାନାରୁ ଦୁଇ ଦେଶ ମଧ୍ୟରେ ପ୍ରାଣୀ ବଦଳ ପ୍ରକ୍ରିୟାରେ ଏହି ଚିତା ନନ୍ଦନକାନନ ଆସିବେ।

ଏହି ଚିତା ସହିତ ଧଳା ସିଂହ ଶାବକ ମଧ୍ୟ ଆସିବେ ବୋଲି ସୂଚନା ମିଳିଛି। ସେହିପରି ଆଲିପୁର ଚିଡ଼ିଆଖାନାରୁ ଆଉ ଏକ ଜିରାଫ ମଧ୍ୟ ଆସିବ। ଚିତା ସିଂହ, ଜିରାଫ ଆସିବା ନେଇ ପିସିସିଏଫ ସୁଶାନ୍ତ ନନ୍ଦ ବୁଧବାର ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri