ଭିଜିଲାନ୍ସ ଜାଲରେ ନନ୍ଦପୁର ସିଡିପିଓ: ଲାଞ୍ଚନେଇ ପଡ଼ିଲେ ଧରା

ଜୟପୁର,୨୭।୧୦(ନି. ପ୍ର.): କୋରାପୁଟ ଜିଲା ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଅଙ୍ଗନଓ୍ବାଡି କେନ୍ଦ୍ରର କିଡ୍ସ ବଣ୍ଟନର ବିଲ୍‌ କରିବା ପାଇଁ ଜଣେ ଠିକାଦାରଙ୍କଠାରୁ ସେ ୧ ଲକ୍ଷ ୭୫ ହଜାର ଟଙ୍କା ଲଞ୍ଚ ନେବାବେଳେ ତାଙ୍କ କାରନାମା ସମ୍ନାକୁ ଆସିଛି। ପରେ ଭିଜିଲାନ୍ସ ଟିମ୍‌ ସିଡିପିଓଙ୍କ ଅଫିସ, ବାସଭବନରେ ଚଢ଼ାଉ ଜାରି ରଖିଛନ୍ତି। ତେବେ ତାଙ୍କ ବିରୋଧରେ ଆୟବର୍ହିଭୂତ ସମ୍ପତିଠୁଳ ମାମଲା ମଧ୍ୟ ପୂର୍ବରୁ ରହିଥିବା ଜୟପୁର ଏସ୍‌ପି ଶଶି ଶେଖର ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ୍‌ ଟୁର୍ନାମେଣ୍ଟ; ୬ ଗ୍ରାଉଣ୍ଡରେ ଖେଳାଗଲା ୧୨ ମ୍ୟାଚ

ଅନୁଗୋଳ ଅଫିସ, ୨୮।୧୧:  ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା।...

ପରିବାର ନିୟୋଜନ ଅସ୍ତ୍ରୋପଚାରରେ ତ୍ରୁଟି: ମୂତ୍ରନଳୀ କାଟିଦେଲେ ଡାକ୍ତର

ନୟାଗଡ଼ ଅଫିସ,୧୭।୭-ନୟାଗଡ଼ ଜିଲା ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳାଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାର ସମୟରେ ଡାକ୍ତର ମୂତ୍ରନଳୀ କାଟି ଦେଇଛନ୍ତି। ଏହା ଡାକ୍ତର ନିଜେ...

ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା...

ଭୁବନେଶ୍ୱରରୁ ପୁଣି ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର...

ପୁଣି ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୩୧ରେ ପହଞ୍ଚିଲା

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

କରୋନା ସହାୟତା: ନିରାଶ୍ରୟଙ୍କ ପାଇଁ ଖାଦ୍ୟ ସାମଗ୍ରୀ ପ୍ରଦାନ କଲା ଗୋପାଳପୁର ପୋର୍ଟ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପକ୍ଷରୁ ୨୦୦ ଖାଦ୍ୟ ପ୍ୟାକେଟ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନଙ୍କୁ ପ୍ରଦାନ କରାଯାଇଛି।...

ଗଛ ମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର

ପଦ୍ମପୁର, ୧୨।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତର ଠାକୁରାଣୀସାହି ଅଙ୍ଗନୱାଡି କେନ୍ଦ୍ର ଦୀର୍ଘ ୯ ବର୍ଷ ଧରି ଗଛ...

ରାଜ୍ୟରେ ଦ୍ୱିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶୁକ୍ରବାର ଆଉ ଜଣେ ବ୍ୟକ୍ତି କୋଭିଡ୍‌ରେ ପ୍ରାଣ ହରାଇଛନ୍ତି। ଚତୁର୍ଥ ଲହରରେ...

Advertisement
Archives

Model This Week