କାଳିଆ ଅପେକ୍ଷାରେ ନନ୍ଦିଘୋଷ

ପୁରୀ ଅଫିସ, ୧୧।୭: ରଥ, ପଥ, ସେବାୟତ ସମସ୍ତେ ପ୍ରସ୍ତୁତ। ସୋମବାର ରଥଯାତ୍ରା। ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ଏଥର କୋଭିଡ୍‌ କଟକଣା ଦୃଷ୍ଟିରୁ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ହେଉଥିବା ବେଳେ ସେବାୟତମାନେ ରଥ ଟାଣିବେ। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦି ଛାଡ଼ି ରଥରେ ବିଜେ ହୋଇ ଜନ୍ମବେଦି (ଶ୍ରୀଗୁଣ୍ଡିଚା ମନ୍ଦିର)କୁ ବୁଲିଯିବେ। ପୂର୍ବ ନିର୍ଦ୍ଧାରିତ ନୀତିକାନ୍ତି ଅନୁଯାୟୀ, ସୋମବାର ପୂର୍ବାହ୍ନ ୮ଟା ୧୫ରେ ମଙ୍ଗଳାର୍ପଣ ସରିବା ପରେ ୮ଟା ୩୦ରେ ପହଣ୍ଡି ଆରମ୍ଭ ହେବ। ୧୧ଟା ୩୦ରେ ପହଣ୍ଡି ସରିବ, ମଧ୍ୟାହ୍ନ ୧୨ରୁ ୧୨ଟା ୩୦ ମଧ୍ୟରେ ମଦନମୋହନ ବିଜେ କରିବେ। ଅପରାହ୍ନ ୧ଟା ପୂର୍ବରୁ ଚିତାଲାଗି ହୋଇ ୨ଟା ସୁଦ୍ଧା ଛେରାପହଁରା ସରିବ। ୩ଟା ସୁଦ୍ଧା ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲାଗିବ। ଅପରାହ୍ନ ୩ଟାରେ ରଥଟଣା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri