ବଡ଼ଦାଣ୍ଡରେ ଗଡ଼ିଲା ନନ୍ଦିଘୋଷ

ପୁରୀ ଅଫିସ,୧୨ା୭: ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ନବଦିନାତ୍ମକ ଯାତ୍ରାରେ ରତ୍ନବେଦିରୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି ତିନିଠାକୁର। କୋଭିଡ୍‌ ମହାମାରୀ ଯୋଗୁ ଶ୍ରଦ୍ଧାଳୁମାନେ ରଥ ଟାଣିବାରୁ ଚଳିତବର୍ଷ ବଞ୍ଚିତ ହୋଇଥିବା ବେଳେ ସେବାୟତମାନେ ତିନିଠାକୁରଙ୍କ ରଥ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ଟାଣି ନେଉଛନ୍ତି। ସମସ୍ତ ନୀତିକାନ୍ତ ପରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣାଯାଇଥିବା ବେଳେ ପରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ସେବାୟତମାନେ ଟାଣିଥିଲେ। ବର୍ତ୍ତମାନ କାଳିଆ ସାଆନ୍ତଙ୍କ ରଥ ଗହଳି ଲଗାଇ ବଡ଼ଦାଣ୍ଡରେ ଗଡ଼ିଚାଲିଛି। ଘଣ୍ଟଘଣ୍ଟାରେ ବଡ଼ଦାଣ୍ଡ କମ୍ପି ଉଠୁଛି। କାଳିଆର ରଥକୁ ସିନା ଶ୍ରଦ୍ଧାଳୁମାନେ ଟାଣି ପାରିଲେନି ମାତ୍ର ଘର ରହି ମହାବାହୁଙ୍କୁ ଦର୍ଶନ କରୁଛନ୍ତି ବିଶ୍ୱର ଅଗଣିତ ଦର୍ଶକ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମାଡ଼ରେ ରୋଜଗାର ଠପ୍‌: ସ୍କୁଲ ଫି’ ଛାଡ଼ କରିବାକୁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୨୩।୪- କରୋନା ମୁକାବିଲା ନିମନ୍ତେ ଜାରି ଲକଡାଉନ୍‌ ଯୋଗୁ ଲୋକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ନିଜେ ବଞ୍ଚିବା କଷ୍ଟକର ହୋଇପଡ଼ିଛି। ଏପରିସ୍ଥଳେ ସେମାନେ ନିଜ...

ବର୍ଷାରେ ଇସ୍ପାତ ସହର ବେହାଲ

ରାଉରକେଲା,୪।୮(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାରେ ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ବୁଧବାର ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇପଡିଥିଲା। ମନ୍ଦିରା...

ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୨।୩: ରାଜ୍ୟରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣସଂଗଠିତ କର୍ମଚାରୀଙ୍କୁ ଚିହ୍ନଟ କରିବା ନେଇ ଆଗତ ମାମଲାର ଶୁଣାଣି କରି ଏକ ଉଚ୍ଚସ୍ତରୀୟ କମିଟି...

ଉଦୟନାଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା ଗାଁ ସାରାବାଡ଼ିର ୯୫ ବର୍ଷୀୟ ଉଦୟନାଥ ବିଷୋୟୀ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ...

ଆଖି ଧରିଥିଲେ ପିଲାଙ୍କୁ ସ୍କୁଲ ଛାଡ଼ନ୍ତୁ ନାହିଁ : ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର,୧୧।୭: ଆଖିଧରା ଲାଗି ସ୍କୁଲକୁ ଜାରି ହୋଇପାରେ ନିର୍ଦ୍ଦେଶାବଳୀ। ଏ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି । ଏବେ ରାଜ୍ୟରେ...

ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୨ା୮(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍‌.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ୍‌.ଗୋପାଳପୁର ଗ୍ରାମର...

ଜଳସେଚନ ଏବେ ବି ସ୍ଵପ୍ନ

କେନ୍ଦ୍ରାପଡ଼ା ଅଫିସ, ୨ା୧: ମହାନଦୀ-ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳର ୧୯,୫୪୨ ହେକ୍ଟର ଜମି ଜଳସେଚିତ ହେବ। ବର୍ଷ ସାରା ଅର୍ଥଭିତ୍ତିକ କୃଷି କୃଷକଙ୍କୁ ସମୃଦ୍ଧ କରିବ। ଏପରି ସ୍ଵପ୍ନ...

ଇ-ଅଫିସ ପରିସରଭୁକ୍ତ ହେଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ

ଜଗତ୍‌ସିଂହପୁର ଅଫିସ,୨୭ା୨: ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରେ ଏବେ ଇ-ଅଫିସ୍‌ ପରିସରଭୁକ୍ତ ହୋଇଛି ଜିଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ। ଏଣିକି ଏହି କାର୍ଯ୍ୟାଳୟର ସମସ୍ତ ଫାଇଲପତ୍ର...

Advertisement
Archives

Model This Week