ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀଙ୍କ  ୯୧ତମ ଜନ୍ମ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲ୍‌ଆଇସି ଅଫିସ୍‌ ଛକସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ବହୁ ନେତା ଓ ଅନୁଗାମୀ ଉପସ୍ଥିତ ରହି ସ୍ବର୍ଗତାଃ ଶତପଥୀଙ୍କ ସ୍ମୃତିଚାରଣ କରି ତାଙ୍କ ଜନସେବା, ନିଷ୍ଠା, ସାହସ, ସାହିତ୍ୟ ପ୍ରତି ରୁଚି, ରାଜନୈତିକ ବିଚକ୍ଷଣତା ଆଦି ମନେ ପକାଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ଏହି ଅବସରରେ ‘ଧରିତ୍ରୀ ଓ ଓଡ଼ଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ, ମୁଖ୍ୟ କାର୍ଯ୍ୟ ନିର୍ବାହୀ ଆଦ୍ୟାଶା ସତପଥୀ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମେୟର ସୁଲୋଚନା ଦାସ, ବିଧାୟକ ଶଶୀଭୂଷଣ ବେହେରା, ଅନନ୍ତ ନାରାୟଣ ଜେନା, ରମେଶ ସାଏ, ସୁରେଶ କୁମାର ରାଉତରାୟଙ୍କ ସମେତ ଧରିତ୍ରୀର କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri