Posted inରାଜ୍ୟ

ନରହରି ସେଠୀ କଟକର ନୂଆ ଜିଲାପାଳ, ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ହେଲେ ଭବାନୀ ଶଙ୍କର

ଭୁବନେଶ୍ୱର,୨୬।୧୦: ଅନେକ ଦିନ ଦାୟିତ୍ୱରେ ରହିବା ପରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ବଦଳି ହୋଇଛି। ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ଥିବା ନରହରି ସେଠୀଙ୍କୁ କଟକ ଜିଲାପାଳ ଭାବରେ ଦାୟିତ୍ୱ ମିଳିଛି। ସେହିପରି ଭବାନୀ ଶଙ୍କର ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ପଦବୀକୁ ବଦଳି ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri