ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…

ଭୁବନେଶ୍ୱର,୧୫ା୧୨:  ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ କରାଯାଇଥିବା ନେଇ ଦଳ ପକ୍ଷରୁ କୁହାଯାଇଛି । ଏହାରି ଭିତରେ ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି ।

କଂଗ୍ରେସରୁ ମୋକିମଙ୍କ ବହିଷ୍କାରକୁ ନେଇ ମୁହଁ ଖୋଲିଛନ୍ତି ନରସିଂହ ମିଶ୍ର । ସେ କହିଛନ୍ତି ଯେ, ହାଇକମାଣ୍ଡ ନିଷ୍ପତ୍ତି ନେଇଛନ୍ତି, ତେଣୁ ଏ ବିବାଦରେ କିଛି କହିବିନି । କିନ୍ତୁ ଏହି ନିଷ୍ପତ୍ତି ଉପରେ ଆଉଥରେ ବିଚାର କରିବା ଉଚିତ । କଟକରେ ମୋକିମ ଜଣେ ମଜବୁତ ନେତା ଥିଲେ ତେଣୁ କଟକରେ ପ୍ରଭାବ ପଡିବ ବୋଲି କହିଛନ୍ତି ନରସିଂହ ମିଶ୍ର ।

ପ୍ରକାଶଥାଉକି, ସୋନିଆ ଗାନ୍ଧୀଙ୍କୁ ମୋକିମ ଚିଠି ଲେଖିଥିଲେ । ଭକ୍ତଙ୍କ ନେତୃତ୍ୱକୁ ନେଇ ବି ପ୍ରଶ୍ନ ଉଠାଇଥିଲେ ମୋକିମ।  କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇବା ଠିକ୍‌ ନୁହେଁ ବୋଲି ଭକ୍ତ ଦାସ କହିଥିଲେ । ତେବେ ଦଳରୁ ବହିଷ୍କାର କରିବା ପରେ ମୋକିମ ପ୍ରତିକ୍ରିୟା ଦେଇ ମିଡିଆକୁ ଧନ୍ୟବାଦ ଦେଇଛନ୍ତି । ସେ ଦଳ ଉପରେ ଆରୋପ ଲଗାଇଛନ୍ତି । କଂଗ୍ରେସ ମୋତେ ପ୍ରାଥମିକ ସଦସ୍ୟତା ପଦରୁ ବହିଷ୍କାର କରିଦେଇଛନ୍ତି । ମୁଁ ଭାବିଥିଲି କଂଗ୍ରେସ ସୁଧାର ଆଣିବ କିନ୍ତୁ ଓଲଟା ମୋ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri