Posted inଜାତୀୟ

ଖାଇବା ଥାଳିରୁ ଗିରଫ ହେଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୮ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇଥିବା କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ମଙ୍ଗଳବାର ଖାଉଥିବା ବେଳେ ତାଙ୍କୁ ମହାରାଷ୍ଟ୍ର ପୋଲିସ ଗିରଫ କରିଛି। ଭାଜପା ପକ୍ଷରୁ ଶେୟାର କରାଯାଇଥିବା ଭିଡିଓରେ ୬୯ ବର୍ଷୀୟ ରାଣେ ମଧ୍ୟାହ୍ନ ଭୋଜନ କରୁଥିବା ବେଳେ ତାଙ୍କ ସମର୍ଥକମାନେ ପୋଲିସକୁ ରୋକୁଥିବା ଦେଖିବାକୁ ମିଳୁଛି। ତାଙ୍କ ପୁଅ ନୀତେଶ ରାଣେ ପୋଲିସକୁ କହିଥିଲେ, ସାର ଖାଉଛନ୍ତି। ଗୋଟେ ମିନିଟ୍‌ ରୁହନ୍ତୁ। କିନ୍ତୁ ପୋଲିସ ଅଧିକାରୀ କିଛି ଶୁଣି ନ ଥିଲେ।

କେନ୍ଦ୍ର ମନ୍ତ୍ରୀଙ୍କୁ ମୁମ୍ବାଇ ଠାରୁ ୩୦୦ କି.ମି. ଦୂର ସଙ୍ଗମେଶ୍ୱର ଥାନାକୁ ନିଆଯାଇଥିଲା। ବିଭିନ୍ନ ଜାମିନ ବିହୀନ ଦଫାରେ ତାଙ୍କୁ ଗିରଫ କରାଯାଇଛି। ମହାରାଷ୍ଟ୍ରର ରାଇଗଡରେ ସୋମବାର ଆୟୋଜିତ ଭାଜପାର ଜନ ଆଶୀର୍ବାଦ ଯାତ୍ରାରେ ରାଣେ କହିଥିଲେ, ଦେଶକୁ କେଉଁ ବର୍ଷ ସ୍ବାଧିନତା ମିଳିଥିଲା, ତାହା ମୁଖ୍ୟମନ୍ତ୍ରୀ ଜାଣି ନାହାନ୍ତି। ଏହା ଲଜ୍ଜାଜନକ କଥା। ସ୍ବାଧିନ ଭାରତକୁ କେତେ ବର୍ଷ ପୂରିଲା ଜାଣିବା ପାଇଁ ମୁଖ୍ୟମନ୍ତ୍ରୀ ଭାଷଣବେଳେ ପଚାରି ବୁଝିଥିଲେ। ମୁଁ ସେଠାରେ ଥିଲେ, ତାଙ୍କୁ ଶକ୍ତ ଚାପୁଡ଼ା ମାରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri