ନାରାୟଣପାଟଣା ଆଇଆଇସି ନିଲମ୍ବିତ

ଜୟପୁର, ୨।୨(ନି.ପ୍ର.): କୋରାପୁଟ ଜିଲା ନାରାୟଣପାଟଣା ଆଇଆଇସି ରଞ୍ଜିତ ସାହୁ ନିଲମ୍ବିତ ହୋଇଛନ୍ତି। ଲକ୍ଷ୍ମୀପୁର ଏସ୍‌ବିଆଇ ବ୍ୟାଙ୍କ ଲକର୍‌ରୁ ସୁନା ଚୋରି ଘଟଣାରେ ପୋଲିସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୋରାପୁଟ ଏସ୍‌ପି ସୂଚନା ଦେଇଛନ୍ତି।

ସୁନା କ୍ରୟକାରୀଙ୍କ ଫେରାର ପଛରେ ରଞ୍ଜିତଙ୍କ ହାତ ରହିଥିଲା। ଏନେଇ ଅଭିଯୋଗ ହେବା ପରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ। ତାଙ୍କ ସହ ହୋମଗାର୍ଡ ଗୋପାଳ ରେଡ୍ଡିଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଠାକୁରାଣୀଙ୍କ ଯାତ୍ରା ବେଳେ ମୁହାଁମୁହିଁ ହେଲେ ୨ ଗୋଷ୍ଠୀ

ହିଞ୍ଜିଳିକାଟୁ,୧୭ା୧୧(ଡି.ଏନ୍‌.ଏ): ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ାଠାରେ ମା’ କାଳୁଆ ଯାତ୍ରା ଉଦ୍‌ଯାପନୀ ଦିବସରେ ବୁଧବାର ଠାକୁରାଣୀଙ୍କ ଘଟ ପରିକ୍ରମା ବେଳେ ୨ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି।...

୨ କନିଷ୍ଠ ଯନ୍ତ୍ରୀ, ସୁପରଭାଇଜର ଗିରଫ

ବ୍ରହ୍ମପୁର ଅଫିସ,୩୦ା୫: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକରେ ଏକ ବନ୍ଧକାମ ଟେଣ୍ଡର ଫାଇଲ୍‌ ପ୍ରୋସେସିଂ ଏବଂ ବନ୍ଧ ନିର୍ମାଣ କାର୍ଯ୍ୟ ଆରମ୍ଭ ପାଇଁ ଏଗ୍ରିମେଣ୍ଟ କରିବାକୁ...

ଭିଜିଲାନ୍ସ ଜାଲରେ ଉଡ୍ରା ପିଇଓ

ଭଞ୍ଜନଗର,୯।୧୧(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଉଡ୍ରା ପିଇଓ ମନୋଜ କୁମାର ସାହୁ ସୋମବାର ଅପରାହ୍ନରେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ପଞ୍ଚାୟତର...

ଖଜୁରିପଡାରେ କାଳବୈଶାଖୀ ତାଣ୍ଡବ

ଖଜୁରିପଡ଼ା/ବଲସକୁମ୍ପା,୧୬ା୫(ଡି.ଏନ.ଏ.)- ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦୂତିପଡା ଓ ବଲସକୁମ୍ପା ପଞ୍ଚାୟତରେ ବାରପୁଲିୟା ଠାରୁ ପାକନା...

ବର୍ଷା ଅଭାବରୁ ୮୦ ଭାଗ ଜମି ପଡ଼ିିଆ

ରାସଗୋବିନ୍ଦପୁର,୭ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକର ଅଧିକାଂଶ ଲୋକ ଧାନଚାଷ ଉପରେ ନିର୍ଭର କରନ୍ତି। ଏହି ବ୍ଲକ ମଧ୍ୟରେ ସୁବର୍ଣ୍ଣରେଖା, ଜମ୍ଭୀରା ଓ ସାନନଦୀ ପ୍ରବାହିତ...

ବାତ୍ୟା ଆଶଙ୍କାରେ ଖାଉଟି ସାମଗ୍ରୀର କଳାବଜାର

ଧର୍ମଶାଳା,୭ା୫(ଡି.ଏନ.ଏ.): ସମ୍ଭାବ୍ୟ ବାତ୍ୟାକୁ ନେଇ ଲୋକେ ଭୟଭୀତ ହୋଇ ପଡ଼ିଲେଣି। ବାତ୍ୟାର ପ୍ରଭାବ କିପରି ରହିବ ତାହାକୁ ନେଇ ସମସ୍ତଙ୍କ ଚିନ୍ତା ବଢ଼ିଲାଣି। ତେବେ ଏହାର...

ଲୁଣିଝରା ନଦୀରେ ଚେକଡ୍ୟାମ୍‌ ପାଇଁ ଗ୍ରାମବାସୀଙ୍କ ଦାବି, ଜଳସମ୍ପଦ ବିଭାଗ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ

ନୟାଗଡ଼ ଅଫିସ,୨୯।୯-ନୟାଗଡ଼ବ୍ଲକ ସାଲୁଣୀ ଗ୍ରାମ ଦେଇ ଯାଇଥିବା ଲୁଣିଝରା ନଦୀରେ ଏକ ଚେକଡ୍ୟାମ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଦୀର୍ଘବର୍ଷ ହେଲାଣି ସେମାନେ ଦାବି କରି...

ମାନପୁର-ଆରଡ଼ି ପୋଲ ନିର୍ମାଣ ନେଇ ଅନିଶ୍ଚିତତା

ରାଜକନିକା, ୧୯ା୫ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳ ରାଜକନିକା ବ୍ଲକର ବାରାହାଦୋମଣ୍ଡା ପଞ୍ଚାୟତ। ଏହି ପଞ୍ଚାୟତର ମାନପୁର, ବାରାହା ଦୋମଣ୍ଡା, କାଏମା ଦୋମଣ୍ଡା, ବାରାହା...

Advertisement
Archives

Model This Week