ଡ୍ରଗ୍ସ ମାମଲା: ଟେଲିଭିଜନ ଅଭିନେତ୍ରୀଙ୍କ ସହ ଦୁଇ ଗିରଫ

ମୁମ୍ବାଇ,୨୫ ।୧୦: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଯୋଡି ହୋଇଥିବା ଡ୍ରଗ୍ସ ମାଲାର ଯାଞ୍ଜ କରୁଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) । ରବିବାର ଯାଞ୍ଚ ଏଜେନ୍ସି ଦ୍ୱାରା ଆଉ ଏକ ଡ୍ରଗ୍ସ ର‌୍ୟାକେଟର ପର୍ଦ୍ଦଫାଶ ହୋଇଛି । ମୁମ୍ବାଇ ଜୋନାଲ ୟୁନିଟର ଏକ ଟିମ୍ ମାଛିମାର, ମର୍ସୋବାରେ ଦୁଇଜଣଙ୍କୁ ଗିରଫ କରିଥିବା ଜଣାପଡିଛି । ଏଥିରେ ଜଣେ ଟେଲିଭିଜନ ଅଭିନେତ୍ରୀ ପ୍ରୀତିକା ଚୌହାନ ରହିଥିବା ଜଣାପଡିଛି । ଏହାପରେ ଏମାନଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଗତକାଲି ଏମାନଙ୍କଠାରୁ ୯୯ଗ୍ରାମ ଡ୍ରଗ୍ସ ଜବତ କରିବାରେ ଯାଞ୍ଚ ଏଜେନ୍ସି ସଫଳ ହୋଇଥିବା ପ୍ରକାଶ କରିଛି । ସୂଚନାଯୋଗ୍ୟ, ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଜଡିତ ଥିବା ଡ୍ରଗ୍ସ ମାମଲାରେ ଏପର୍ଯ୍ୟନ୍ତ ୨୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଗିରଫ କରାଯାଇ ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri