Posted inଜାତୀୟ

ଆଖଡ଼ା ପରିଷଦ ଅଧ୍ୟକ୍ଷଙ୍କ ସନ୍ଦେହଜନକ ମୃତ୍ୟୁ

ପ୍ରୟାଗରାଜ,୨୧।୯: ଏକ କୋଠରୀରେ ସୋମବାର ସନ୍ଧ୍ୟାରେ ଝୁଲନ୍ତା ଅବସ୍ଥାରେ ମିଳିଛି ଦେଶର ଅନ୍ୟତମ ବୃହତ୍‌ ଧାର୍ମିକ ସଂଗଠନ ଆଖଡ଼ା ପରିଷଦର ଅଧ୍ୟକ୍ଷ ନରେନ୍ଦ୍ର ଗିରିଙ୍କ ମୃତଦେହ। ଘଟଣାସ୍ଥଳରୁ ପୋଲିସକୁ ସୁଇସାଇଡ୍‌ ନୋଟ୍‌ ମିଳିଛି। ତାଙ୍କ ମୃତ୍ୟୁ ପରେ କେଉଁ ଭଳି ଆଶ୍ରମର ପରିଚାଳନା କରାଯିବା ସେ ସମ୍ପର୍କରେ ସୁଇସାଇଡ୍‌ ନୋଟରେ ସେ ଉଲ୍ଲେଖ କରିଛନ୍ତି।

ତେବେ ନରେନ୍ଦ୍ରଙ୍କ ଜଣେ ଶିଷ୍ୟ ଆନନ୍ଦ ଗିରିଙ୍କୁ ପଚରାଉଚୁରା କରାଯାଉଥିବା ପ୍ରୟାଗରାଜର ବରିଷ୍ଠ ପୋଲିସ ଅଧିକାରୀ କେ ପି ସିଂ କହିଛନ୍ତି। ଆଖଡ଼ା ପରିଷଦର ଅଧ୍ୟକ୍ଷ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ୟୁପିର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ, ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ସୁସ୍ଥ ହେଲେ ୪ ହଜାର ୭୭୬

ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ୭୭୬ କରୋନା ଆକ୍ରାନ୍ତ ସୁସ୍ଥ...

ସାଇକେଲରେ ୬ ଥର ଦେଶ ଭ୍ରମଣ କରିସାରିଲେଣି ଏହି ବ୍ୟକ୍ତି, ଲୋକଙ୍କୁ ଦେଉଛନ୍ତି ଏମିତି ବାର୍ତ୍ତା

ଭୋପାଳ,୧୪।୩: ଯୌତୁକ ପ୍ରଥା ରୋକିବା ପାଇଁ ବିଭିନ୍ନ ପ୍ରକାର ସଚେତନତା ସୃଷ୍ଟି କରାଯାଉଛି। ମାତ୍ର ଏକ ସ୍ବତନ୍ତ୍ର ଢଙ୍ଗରେ ଯୌତୁକ ପ୍ରଥା ବନ୍ଦ ପାଇଁ ସଚେତନତା...

ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍‌ ପିନ୍ଧି ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ...

୧୪୩ ପିଟିଶନର ଶୁଣାଣି ଆଜି

ନୂଆଦିଲ୍ଲୀ,୨୨ା୧(ପି.ଟି.): ସିଏଏର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ୧୪୩ଟି ପିଟିଶନର ଶୁଣାଣି ବୁଧବାର ସୁପ୍ରିମକୋର୍ଟରେ ହେବ। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ...

ଜାମିଆ ହିଂସାକୁ ନେଇ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ

ଦିଲ୍ଲୀର ଜାମିଆ ନଗରଠାରେ ରବିବାର ନାଗରିକତା ସଂଶୋଧନ ଆଇନ ବିରୋଧୀ ପ୍ରତିବାଦ ଉଗ୍ର ହେବାରୁ ଦିଲ୍ଲୀ ପୋଲିସ ଓ ଛାତ୍ରମାନଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା ।...

କଂଗ୍ରେସର ଚିନ୍ତନ ପରେ ଭାଜପା ପକ୍ଷରୁ ହେବ ମନ୍ଥନ ଶିବିର…

ଯୋଧପୁର, ୪।୫ : ରାଜସ୍ଥାନରେ ଏବେ ରାଜନୈତିକ ସ୍ଥିତି ବୃଦ୍ଧି ପାଇବାରେ ଲାଗିଛି। ମେ’ ୧୩ରୁ ୧୫ କଂଗ୍ରେସ ପକ୍ଷରୁ ଚିନ୍ତନ ଶିବିର ଆୟୋଜନ କରାଯିବାର...

ସାମ୍ପ୍ରଦାୟିକ ହିଂସା: ଇଣ୍ଟରନେଟ ସେବା ୨୪ ଘଣ୍ଟା ବନ୍ଦ

ଭିଲଓ୍ବାଡା,୧୧।୫: ଗତ କିଛି ଦିନର ବିରତି ପରେ ରାଜସ୍ଥାନର ଭିଲୱାଡାରେ ପୁଣିଥରେ ଉତ୍ତେଜନା ବୃଦ୍ଧି ପାଇଛି। ଭିଲଓ୍ବାଡାରେ ଜଣେ ଯୁବକଙ୍କୁ ଛୁରୀ ଭୁଷି ହତ୍ୟା କରାଯିବା...

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚାଇବାକୁ ଆବେଦନ କଲେ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ

ନୂଆଦିଲ୍ଲୀ,୩୦।୧: ବେଳକୁ ବେଳ ନିର୍ଭୟା ଗଣବଳାତ୍କାର ମାମଲା ଭିନ୍ନ ମୋଡ ନେଉଛି ବୋଲି ଆଲୋଚନା ହେଲାଣି। ଫେବୃୟାରୀ ୧ରେ ଏହି ମାମଲାର ୪ ଦୋଷୀଙ୍କୁ ଫାଶୀ...

Advertisement
Archives

Model This Week