ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବାକୁ ବାଲିରେ ପହଞ୍ଚିଲେ ମୋଦି

ବାଲି,୧୪।୧୧: ୧୭ତମ ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଇଣ୍ଡୋନେସିଆର ବାଲିରେ ପହଞ୍ଚିଛନ୍ତି। ସେଠାରେ ଭାରତୀୟ ସମୁଦାୟ ଲୋକମାନେ ମୋଦିଙ୍କୁ ହର୍ଷଉଲ୍ଲାସରେ ଭବ୍ୟ ସ୍ବାଗତ କରିଥିଲେ। ଏହି ଶିଖର ସମ୍ମିଳନୀରେ ମୋଦି ବିଶ୍ୱ ଅର୍ଥନୈତିକ ଅଭିବୃଦ୍ଧି ଉପରେ ଆଲୋଚନା କରିବେ। ଏଥିସହ ଖାଦ୍ୟ ଏବଂ ଶକ୍ତି ନିରାପତ୍ତା ସୁନିଶ୍ଚିତ କରିବା ଭଳି ଚ୍ୟାଲେଞ୍ଜ ଏବଂ ସ୍ବାସ୍ଥ୍ୟ ତଥା ଡିଜିଟାଲ ପରିବର୍ତ୍ତନ ସହିତ ଜଡ଼ିତ ସମସ୍ୟାର ସମାଧାନ ଉପରେ ମୋଦି ଜି-୨୦ ଗୋଷ୍ଠୀର ନେତାଙ୍କ ସହିତ ବିସ୍ତୃତ ଆଲୋଚନା କରିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଜି-୨୦ ଶିଖର ସମ୍ମିଳନୀରେ ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟେନ ପ୍ରଧାନମନ୍ତ୍ରୀ ରୁଷି ସୁନକ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ମଧ୍ୟ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ପ ଦଂଶନରେ ଚାଲିଗଲା ବର୍ଷୀୟାନ ସଂଗଠକଙ୍କ ଜୀବନ: ଅଞ୍ଚଳ ଜଣେ ମୂରବୀଙ୍କୁ ହରାଇଲା ବୋଲି କହିଲେ…

  ପାଟଣା ୨୮।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷା ଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ବେଜ (୮୫) ଙ୍କ…

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଥାନା ଭିତରେ ଜନ୍ମ ଦିନ, ବିବାହ ବାର୍ଷିକୀ କେକ୍‌ କଟା, ଫଟୋ ଭାଇରାଲ୍‌

ଗୋପ,୨୮।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri