Posted inଜାତୀୟ

ମହିଳା ସଂରକ୍ଷଣ ବିଲ୍‌କୁ ବାଧ୍ୟ ହୋଇ ସମର୍ଥନ କରିଛି ‘ଇଣ୍ଡିଆ’: ପ୍ରଧାନମନ୍ତ୍ରୀ

ଭୋପାଳ,୨୫।୯: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରଦେଶ ଗସ୍ତରେ ଅଛନ୍ତି। ଭୋପାଳରେ ଜମ୍ବୁରୀ ମଇଦାନରେ ଭାରତୀୟ ଜନତା ପାର୍ଟି କର୍ମୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ବିରୋଧୀ ଦଳ ଇଣ୍ଡିଆକୁ ଟାର୍ଗେଟ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ ସଂସଦରେ ମହିଳା ସଂରକ୍ଷଣ ପାଇଁ ଆଣାଯାଇଥିବା ନାରୀଶକ୍ତି ବନ୍ଦନ ବିଲ୍‌ ବିଷୟରେ କହିଛନ୍ତି ଯେ, ବିରୋଧୀ ଦଳ ବାଧ୍ୟତାମୂଳକ ଭାବେ ଏହି ବିଲ୍‌ ପାରିତ କରିଛନ୍ତି। ଯେଉଁ ଦଳ ଆଜି ବିରୋଧୀ ମେଣ୍ଟର ଅଂଶ, ସେମାନେ ୩୦ ବର୍ଷ ହେଲା ମହିଳା ସଂରକ୍ଷଣ ବିଲ୍‌କୁ ବିରୋଧ କରିଆସୁଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କଂଗ୍ରେସକୁ ଟାର୍ଗେଟ୍‌ କରି କହିଛନ୍ତି, ଏହି ଦଳ କେବଳ ଗୋଟିଏ ପରିବାର ପାଇଁ କାମ କରେ। ନକାରାତ୍ମକତା ବିସ୍ତାର କରିବା ସହ ପ୍ରତ୍ୟେକ ପ୍ରକଳ୍ପକୁ ବିରୋଧ କରେ।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ବିରୋଧୀ ଦଳର ଅହଂକାରୀ ମେଣ୍ଟ ବାଧ୍ୟ ହୋଇ ମହିଳା ସଂରକ୍ଷଣ ବିଲ୍‌କୁ ସମର୍ଥନ କରିଛି। ସେମାନଙ୍କ ସହଯୋଗୀ ଦଳର ଅନେକ ଲୋକ ଗତ ୩୦ ବର୍ଷ ଧରି ଏହି ବିଲ୍‌କୁ ବିରୋଧ କରୁଥିଲେ। ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଏହି ଲୋକମାନେ ନର୍ଭସ, ସେମାନେ ଏକ ନୂତନ ଖେଳ ଖେଳିବେ ଏବଂ ମହିଳାଙ୍କ ଶକ୍ତି ବାଣ୍ଟିବାକୁ ଚେଷ୍ଟା କରିବେ। ଏହି ଲୋକମାନେ ବିଭାଜନ କରିବାକୁ ଚେଷ୍ଟା କରିବେ, ଆପଣମାନଙ୍କୁ ଏକଜୁଟ୍‌ ରହିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦଶନ୍ଧିର ସେବା-୩୨୦୦ ଘଣ୍ଟାର ଉଡ଼ାଣ: ବାୟୁସେନାର ନୂତନ ଉପମୁଖ୍ୟ ହେଲେ ଇନ୍ଦରପାଲ ସିଂ ୱାଲିଆ

ନୂଆଦିଲ୍ଲୀ,୩୦।୧୦: ଭାରତୀୟ ବାୟୁସେନା (IAF)ର ଶୀର୍ଷ ସ୍ତରରେ ଏକ ବଡ଼ ଧରଣର ପରିବର୍ତ୍ତନ ଘଟିଛି। ଏୟାର ମାର୍ଶଲ ଇନ୍ଦ୍ରପାଲ ସିଂହ ୱାଲିଆଙ୍କୁ ଭାରତୀୟ ବାୟୁସେନାର ନୂତନ ଉପପ୍ରମୁଖ…

ଜିଓ ପ୍ଲାଟଫର୍ମସର ଧମାକା: ବମ୍ପର ଲିଷ୍ଟିଂ ପରେ Q2ରେ ଆଦାୟ କଲା ୮,୩୮୯ କୋଟି ଟଙ୍କା

ନୂଆଦିଲ୍ଲୀ,୩୦।୧୦: ନିକଟରେ ଶେୟାର ବଜାରରେ ତାଲିକାଭୁକ୍ତ ହେବା ପରେ ଜିଓ ପ୍ଲାଟଫର୍ମସ୍‌ ପକ୍ଷରୁ ଶୁକ୍ରବାର ପ୍ରଥମ ତ୍ରୈମାସିକ (ସେପ୍ଟେମ୍ବର କ୍ୱାର୍ଟର) ଆର୍ଥିକ ଫଳାଫଳ ପ୍ରକାଶ ପାଇଛି। ଚଳିତ…

ଓଡ଼ିଶା ସୀମାରେ ଆନ୍ଧ୍ରପ୍ରଦେଶର ବେଆଇନ ନିର୍ବାଚନୀ ପ୍ରଚାର: ଗାଡ଼ି ଅଟକାଇଲେ ପଟ୍ଟାଙ୍ଗି ତହସିଲଦାର, ପୋଲିସକୁ…

ପଟ୍ଟାଙ୍ଗି,୩୦।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମା ଭିତରେ ପ୍ରବେଶ କରି ବେଆଇନ ଭାବେ ପ୍ରଚାର କରୁଥିବା ଆନ୍ଧ୍ରପ୍ରଦେଶର ଏକ ପ୍ରଚାର ଗାଡ଼ିକୁ ସ୍ଥାନୀୟ…

ମାସକୁ ୧୮ ଲକ୍ଷ! ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ଦରମା ପିଏମ ମୋଦିଙ୍କଠାରୁ ଅଧିକ ନା କମ?

ନୂଆଦିଲ୍ଲୀ,୩୦।୧୦: ଇସ୍ରାଏଲ ସଂସଦ ‘ନେସେଟ’ର ୧୨୦ଟି ଆସନର ର୍ନିବାଚନ ଫଳାଫଳ ଘୋଷଣା ହୋଇସାରିଛି। ବେଞ୍ଜାମିନ ନେତାନ୍ୟାହୁଙ୍କ ‘ଲିକୁଡ ପାର୍ଟି’ ୨୭ଟି ଆସନ ଜିତି ସବୁଠାରୁ ବଡ଼ ଦଳ…

ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକଙ୍କ ପାଇଁ ଖୁସି ଖବର; ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଚେନ୍ନାଇ,୩୦।୧୦: ଶୁକ୍ରବାର (ଅକ୍ଟୋବର ୩୦, ୨୦୨୬) , ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସରକାରୀ ଚାକିରି ପାଇଁ ସର୍ବାଧିକ ବୟସ ସୀମାରେ ୫ ବର୍ଷର କୋହଳ…

IND vs NZ 4th T20: ଏହାକୁ ଲଜ୍ଜାଜନକ ପରାଜୟ କୁହାଯାଇପାରେ! ୭ ବର୍ଷ ପରେ ନ୍ୟୁଜିଲ୍ୟାଣ୍ଡରେ ହାରିଲା ଭାରତ

ନୂଆଦିଲ୍ଲୀ,୩୦।୧୦: ଏହା ଏକ ଅତ୍ୟନ୍ତ ଲଜ୍ଜାଜନକ ପ୍ରଦର୍ଶନ ଥିଲା, ଯେଉଁଥିରେ ବିଶେଷକରି ବ୍ୟାଟରମାନେ ଦଳକୁ ନିରାଶ କରିଥିଲେ। ସାତ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନ୍ୟୁଜିଲ୍ୟାଣ୍ଡ…

ବିପନ୍ନଙ୍କ ନିକଟରେ ପହଞ୍ଚିନି ପ୍ରଶାସନ, ଭୋକ ଉପାସରେ ଛଟପଟ ହୋଇ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ

ପୁରୁଷୋତ୍ତମପୁର,୩୦ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଋଷିକୂଲ୍ୟା ନଦୀରେ ଭୟଙ୍କର ବନ୍ୟାରେ କୂଳ ଲଂଘି ଗାଁଠୁ ସହର ସବୁଠି ପଶିଛି ବନ୍ୟାଜଳ। ଭାଙ୍ଗିଛି…

୬, ୬, ୬, ୬, ୬, ୱିକେଟ… ନୀତୀଶ ରେଡ୍ଡୀଙ୍କ ବୋଲିଂରେ କ୍ରମାଗତ ପାଞ୍ଚଟି ଛକା, ଆଉ ଷଷ୍ଠ ବଲରେ ହେଲା ଏମିତି; ପ୍ରତିଶୋଧ ପୂରଣ ହେଲା

ନୂଆଦିଲ୍ଲୀ,୩୦।୧୦: ନ୍ୟୁଜିଲ୍ୟାଣ୍ଡର ଷ୍ଟାର୍‌ ଅଲରାଉଣ୍ଡର ଗ୍ଲେନ ଫିଲିପ୍ସ ଶୁକ୍ରବାର (ଅକ୍ଟୋବର ୩୦) ଅକ୍ଲାଣ୍ଡରେ ଭାରତ ବିପକ୍ଷ ଚତୁର୍ଥ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?