Posted inଜାତୀୟ

ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ନୂତନ ବର୍ଷ ଦେଶବାସୀଙ୍କ ଜୀବନରେ ଉତ୍ତମ ସ୍ବାସ୍ଥ୍ୟ, ସୁଖ ଏବଂ ସମୃଦ୍ଧତା ଆଣିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ମୋଦି ଟୁଇଟ କରି କହିଛନ୍ତି ଯେ, ଆପଣ ସମସ୍ତଙ୍କୁ ୨୦୨୧ ନୂତନ ବର୍ଷର ଶୁଭେଚ୍ଛା ଜଣାଉନ୍ତି। ଆଶା ଏହି ବର୍ଷ ଆପଣଙ୍କ ଜୀବନରେ ଭଲ ସ୍ବାସ୍ଥ୍ୟ, ସୁଖ ଏବଂ ସମୃଦ୍ଧତା ଆଣିଦେଉ। ଏହି ବର୍ଷ ସାରା ବିଶ୍ୱରେ ଆଶା ଏବଂ କଲ୍ୟାଣ ଭାବନା ଜାଗ୍ରତ ହେଉ ବୋଲି ସେ କହିଛନ୍ତି। ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଦେଶବାସୀଙ୍କୁ ନୂଆ ବର୍ଷ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି ଯେ, କୋଭିଡ -୧୯ରୁ ସୃଷ୍ଟି ହୋଇଥିବା ଏହି ଚ୍ୟାଲେଞ୍ଜର ସମୟ, ଆମ ସମସ୍ତେ ମିଳିତ ଭାବରେ ଆଗକୁ ବଢିବାର ସମୟ ଆସିଛି। ମୁଁ ଚାହେଁ ଆପଣ ସମସ୍ତେ ସୁସ୍ଥ ଏବଂ ନିରାପଦରେ ରୁହନ୍ତୁ ଏବଂ ନୂତନ ଶକ୍ତି ସହିତ ଆମ ଦେଶର ପ୍ରଗତିର ସାଧାରଣ ଲକ୍ଷ୍ୟ ହାସଲ କରିବାକୁ ଆଗକୁ ବଢନ୍ତୁ ବୋଲି ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri