Posted inଜାତୀୟ

ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ ହେଲା ମୋଟେରା

ଅହମଦାବାଦ,୨୪।୨: ପୃଥିବୀର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମ୍‌ ମୋଟେରାକୁ ନରେନ୍ଦ୍ର ମୋଦି ଷ୍ଟାଡିୟମ ଭାବେ ନାମକରଣ କରାଯାଇଛି। ଏନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସୂଚନା ଦେଇଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁଥିବା ତୃତୀୟ ଟେଷ୍ଟ ମ୍ୟାଚ୍‌ ପୂର୍ବରୁ ଶାହା ଷ୍ଟାଡିୟମ୍‌ର ନୂଆ ନାମ ଘୋଷଣା କରିଛନ୍ତି। ଏଠାରେ ଅଲମ୍ପିକ୍‌, ଏସିଆଡ୍‌ ତଥା କମନଓ୍ବେଲଥ୍‌ ଆଦି ଖେଳ ଅନୁଷ୍ଠିତ ହୋଇପାରିବ ବୋଲି ଶାହା କହିଛନ୍ତି। ଏହି ଷ୍ଟାଡିୟମ୍‌ରେ ସମସ୍ତ ପ୍ରକାର ସୁବିଧା ସୁଯୋଗ ରହିଛି। ଏବେ ଅହମଦାବାଦ୍‌ ସ୍ପୋର୍ଟସ୍‌ ସିଟି ଭାବେ ପରିଗଣିତ ହେବ। ଏହାକୁ ପୃଥିବୀର ହାଇଟେକ୍‌ ଷ୍ଟାଡିୟମରେ ପରିଣତ କରାଯାଇଥିବା ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri