ନୂଆ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି: କହିଲେ, ଏକାଠି ହୋଇ କାମ କରିବା

ନୂଆଦିଲ୍ଲୀ/ଲଣ୍ଡନ, ୨୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଥିବାରୁ ସୁନକଙ୍କୁ ମୋଦି ଅଭିନନ୍ଦନ ଜଣାଇଛନ୍ତି। ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଦିଗରେ ଏକାଠି କାମ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଆହ୍ବାନ କରିଛନ୍ତି। ଏହି ଅବସରରେ ଦୁଇ ନେତା ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମାର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ। ଏନେଇ ମୋଦି ଟୁଇଟ କରି ସୂଚନା ଦେଇଛନ୍ତି। ଭାରତୀୟ ବଂଶୋଦ୍ଭବ ସୁନକ ମଙ୍ଗଳବାର ବ୍ରିଟିଶ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ତାଙ୍କ ସହ ମୋଦିଙ୍କର ଏହା ପ୍ରଥମ ଆଲୋଚନା। ସୁନକ ମଧ୍ୟ ଟୁଇଟ୍‌ କରି ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆଗାମୀ ଦିନରେ ଦୁଇଦେଶ ମଧ୍ୟରେ ସୁରକ୍ଷା, ପ୍ରତିରକ୍ଷା ଓ ଆର୍ଥିକ ସହଯୋଗ ବଢ଼ିଲେ, ଦୁଇ ବୃହତ୍‌ ଗଣତନ୍ତ୍ର ବିରାଟ ସଫଳତା ହାସଲ କରିପାରିବେ ବୋଲି ସୁନକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିକାଲ୍‌ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ : ୭ ଗୁରୁତର, ୭୦୦ ଲୋକଙ୍କୁ ସ୍ଥାନାନ୍ତର

ଭଦୋଦରା,୩।୬: ଗୁଜରାଟର ଭଦୋଦରାରେ ଏକ ରାସାୟନିକ କାରଖାନାରେ ଗୁରୁବାର ରାତିରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୭ ଜଣ ଶ୍ରମିକ ଗୁରୁତର ଆହତ...

ଗାଜିପୁର ସୀମାରୁ ହଟିବାକୁ ରାଜି ନୁହନ୍ତି ଆନ୍ଦୋଳନରତ କୃଷକ

ନୂଆଦିଲ୍ଲୀ,୨୮।୧: ଉତ୍ତର ପ୍ରଦେଶ(ୟୁପି) ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଗାଜିପୁର ସୀମାରୁ ହଟିବାକୁ ମନା କରି ଦେଇଛନ୍ତି ଆନ୍ଦୋଳନରତ କୃଷକ। ଭାରତୀୟ କିଷାନ ୟୁନିୟନ ପ୍ରବକ୍ତା ରାକେଶ...

ଯୁଦ୍ଧ ସଂଗ୍ରହାଳୟରେ ପାକିସ୍ତାନ ଲଗାଇଲା ଅଭିନନ୍ଦନଙ୍କ ପୁତ୍ତଳିକା

ଇସ୍‌ଲାମାବାଦ,୧୧।୧୧: ଗତ ଅଗଷ୍ଟରେ କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଆଉ ଏବେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ କୋର୍ଟ ଦେଇଥିବା ରାୟ ପରେ ପାକିସ୍ତାନ...

କରୋନାକୁ ହରାଇବା ଲାଗି ଘରଘର ବୁଲି ଟିକାକରଣ କର, ପ୍ରଧାନମନ୍ତ୍ରୀଙ୍କ ନୂଆ ମନ୍ତ୍ର…

ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କରୋନା ମହାମାରୀ ଲଢ଼େଇରେ ଘର...

ଡବ୍ଲ୍ୟୁଏଚଓ ରିପୋର୍ଟ ଯାଞ୍ଚ୍‌ ପାଇଁ କମିଟି ଗଠନ କଲେ ସରକାର

ନୂଆଦିଲ୍ଲୀ,୧୨।୧୦: ଭାରତରେ ପ୍ରସ୍ତୁତ ହୋଇଥିବା କଫ ଓ କୋଲ୍ଡ ସିରପ ଯୋଗୁ ଗାମ୍ବିଆରେ ୬୬ ପିଲାଙ୍କ ମୃତ୍ୟୁ ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚଓ) ଏହାର ସମ୍ପୂର୍ଣ୍ଣ...

ରୁଷିଆ-ୟୁକ୍ରେନ୍ ଯୁଦ୍ଧର ଚତୁର୍ଥ ଦିନ: ଖାର୍କିଭ ଗ୍ୟାସ ପାଇପ ଲାଇନକୁ ଉଡାଇଲେ ରୁଷିଆ ସେନା

ମସ୍କୋ,୨୭ ।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଚତୁର୍ଥ ଦିନରେ ବି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରି ଚାଲିଛି । ବେଳକୁ ବେଳ ୟୁକ୍ରେନର...

ବାଂଲାଦେଶକୁ ହାତେଇବାକୁ ଚାଇନାର ଯୋଜନା

ନୂଆଦିଲ୍ଲୀ,୨୧ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ପରେ ଦୁଇ ଦେଶର ସମ୍ପର୍କ ସବୁଠୁ ଖରାପ ସ୍ଥିତିକୁ ଆସିଯାଇଛି। ଏବେ...

ମଙ୍ଗଳବାର ମୋର୍‌ବି ଦୁର୍ଘଟଣା ସ୍ଥାନ ପରିଦର୍ଶନ କରିବେ ମୋଦି

ନୂଆଦିଲ୍ଲୀ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜୁରାଟର ମୋର୍‌ବି ଝୁଲା ପୋଲ ଦୁର୍ଘଟଣା ସ୍ଥାନ ପରିଦର୍ଶନ କରିବେ। ଏହାପୂର୍ବରୁ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ...

Advertisement
Archives

Model This Week