Posted inଜାତୀୟ

ଆମେରିକା ସଂସଦର ମିଳିତ ବୈଠକରେ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତ ସମୟରେ ଜୁନ ୨୨ରେ ଆମେରିକା ସଂସଦର ମିଳିତ ବୈଠକରେ ସମ୍ବୋଧିତ କରିବେ। ମିଳିତ ବୈଠକରେ ସମ୍ବୋଧିତ କରିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆମନ୍ତ୍ରଣ କରିବା ଆମ ପାଇଁ ଗୌରବର ବିଷୟ ବୋଲି ଆମେରିକା କହିଛି। ସୂଚନାଯୋଗ୍ୟ, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ସରକାରୀ ଗସ୍ତ ପାଇଁ ଆମନ୍ତ୍ରଣ କରିଛନ୍ତି।

ଶୁକ୍ରବାର ଆମେରିକା ଲୋକ ସଭା ଏବଂ ଆମେରିକା ସିନେଟର ମିଳିତ ବିବୃତ୍ତିରେ କୁହାଯାଇଛି ଯେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ସଂସଦକୁ ସମ୍ବୋଧିତ କରିବା ଆମ ପାଇଁ ଗର୍ବର ବିଷୟ। ଦୁଇ ଦେଶ ମଧ୍ୟରେ ଭାଗିଦାରୀ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଭାରତର ଭବିଷ୍ୟତ ଏବଂ ଉଭୟ ଦେଶ ସମ୍ମୁଖୀନ ହେଉଥିବା ବିଶ୍ୱ ଚ୍ୟାଲେଞ୍ଜ ବିଷୟରେ କହିବେ।


Enter your email to get our daily news in your inbox.

All Right Reserved By Dharitri.Com

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri