ଗାୟିକା ସ୍ବାତୀ ମିଶ୍ର କିଏ, ଯାହାଙ୍କ ଗୀତ ଶୁଣି ମନ୍ତ୍ରମୁଗ୍ଧ ହେଲେ ପ୍ରଧାନମନ୍ତ୍ରୀ ମୋଦି; କଲେ ପ୍ରଶଂସା…

ବମ୍ବେ: ଭାରତରେ ଅନେକ ପ୍ରତିଭାସମ୍ପନ୍ନ ବ୍ୟକ୍ତି ଅଛନ୍ତି। ସୋସିଆଲ ମିଡିଆ ସମୟରେ ଅନେକ ନିଜର ପ୍ରତିଭାକୁ ନେଇ ଭାଇରାଲ ହେଉଛନ୍ତି। ଏମିତିରେ ଏକ ଗୀତକୁ ଏବେ ବହୁତ ପସନ୍ଦ କରାଯାଉଛି। ସେଇଟି ହେଲା ‘ରାମ ଆଏଗେଁ’। ଏହି ଗୀତଟିକୁ ଶୁଣିବା ପରେ ନିଜେ ପ୍ରଧାନମନ୍ତ୍ରୀ ମୋଦି ମନ୍ତ୍ରମୁଗ୍ଧ ହୋଇଛନ୍ତି। ସେ ଗୀତର ଗାୟିକା ସ୍ବାତୀ ମିଶ୍ରଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ଗୀତର ପ୍ରଶଂସା କରି ୟୁଟ୍ୟୁବ ଲିଙ୍କ ଶେୟାର କରିଛନ୍ତି। ପ୍ରଭୁ ଶ୍ରୀରାମଙ୍କ ସ୍ବାଗତରେ ସ୍ବାତୀ ମିଶ୍ରଙ୍କ ଭକ୍ତିପୂର୍ଣ୍ଣ ଭଜନ ମନ୍ତ୍ରମୁଗ୍ଧ କରୁଛି। ତେବେ ପୂର୍ବରୁ ଗୀତଟିକୁ ଶୁଣାଯାଉଥିଲେ ହେଁ ମୋଦି ଭିଡିଓ ଶେୟାର କରିବା ପରେ ଏହା ଅଧିକ ଭାଇରାଲ ହେଉଛି।

ସ୍ବାତୀଙ୍କ ବିଷୟରେ କହିଲେ ସେ ବିହାରର ଛପରାସ୍ଥିତ ମାଲା ଗାଁର ବାସିନ୍ଦା। ସେ କାମକୁ ନେଇ ମୁମ୍ବାଇରେ ରହିଆସୁଛନ୍ତି। ପୂର୍ବରୁ ସେ ଅନେକ ଭଜନ ଗାଇଥିଲେ ହେଁ ‘ରାମ ଆଏଗେଁ’ ଗୀତ ତାଙ୍କୁ ଲୋକପ୍ରିୟ କରାଇଛି। ସୋସିଆଲ ମିଡିଆରେ ତାଙ୍କର ଫଲୋଅର୍ସ ମଧ୍ୟ ବଢ଼ୁଛନ୍ତି। ଏବେ ତାଙ୍କ ଇନଷ୍ଟାଗ୍ରାମରେ ୭୪୨ ହଜାର ଫଲୋଅର୍ସ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri