ନର୍ଗିସଙ୍କ ନୂଆ ଲୁକ୍‌

ମୁମ୍ବାଇ: ମନୋରଞ୍ଜନ ଦୁନିଆର ଆଉ ଜଣେ ଜଣାଶୁଣା ଚେହେରା ହେଲେ ନର୍ଗିସ ଫାଖରି । ଏବେ ସେ ଇଟାଲୀରେ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଛୁଟି କଟାଇ ଆସିଛନ୍ତି ଚର୍ଚ୍ଚାକୁ । ସୋସିଆଲ ମିଡିଆରେ ନର୍ଗିସ ବେଳେ ବେଳେ ରୋଷେଇ କରୁଥିବାର ତ ପୁଣି କେତେବେଳେ ଇଟାଲୀ ରାସ୍ତାରେ ବୁଲୁଥିବାର ଫଟୋ ଶେୟାର କରି ତାଙ୍କ ପ୍ରଶଂସକଙ୍କୁ ଚମକାଇ ଦେଉଛନ୍ତି । ନିକଟରେ ସେ ଏମିତି ଏକ ଫଟୋ ଶେୟାର କରିଛନ୍ତି ଯାହା ତାଙ୍କ ପ୍ରଶଂସକଙ୍କୁ ଆଦୌ ପସନ୍ଦ ଆସିନି । କେହି କେହି ତାଙ୍କ ଲୁକ୍‌କୁ ପସନ୍ଦ କରିଥିବା ବେଳେ କେହି କେହି ତାଙ୍କ ଓଠକୁ ନେଟ ତାଙ୍କୁ ଟ୍ରୋଲ କରିଛନ୍ତି । ବ୍ଲଣ୍ଡ ହେୟାର ସହ ଲାଲ ଲିପ୍ଟିକରେ ଅବଶ୍ୟ ସୁନ୍ଦର ଲାଗୁଛନ୍ତି ନର୍ଗିସ । ହେଲେ ସୋସିଆଲ ମିଡିଆ ୟୁଜର୍ସଙ୍କ ମଧ୍ୟରୁ କେହି କହିଛନ୍ତି ଏହା ପ୍ଲାଷ୍ଟିକ ସର୍ଜରୀର କମାଲ । ପୁଣି କିଏ କହିଛି ନ୍ୟାଚୁରାଲ ବିୟୁଟି ହରାଇଲେ ଅଭିନେତ୍ରୀ । ଆଉ କିଏ ଲେଖିଛି ଭୂତ ବୋଲି । ପୁଣି କିଏ କହୁଛି ଅଭିନେତ୍ରୀଙ୍କ ମୁଣ୍ଡ ଖରାପ ହୋଇ ଯାଇଛି । ଯଦିଓ ନର୍ଗିସଙ୍କର ଏହି ଫଟୋ ଭାଇରାଲ ହୋଇଛି ତଥାପି ଅନେକ ୟୁଜର୍ସ ଏହାକୁ ଆଦୌ ପସନ୍ଦ କରି ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?