୨୧ ଦିନ ପାଣି ପିଇ ରହିବେ ନର୍ଗିସ୍‌

ମୁମ୍ବାଇ: ଅଭିନେତ୍ରୀ ନର୍ଗିସ୍‌ ନିଜ ଫିଟନେସକୁ ନେଇ ସବୁବେଳେ ଚର୍ଚ୍ଚାରେ ଥାନ୍ତି। ପୁଣି ଠିକ୍‌ ସେମତି ଏକ ଖବର ସାମ୍ନାକୁ ଆସିଛି। ଯାହା ସମସ୍ତଙ୍କୁ ଚକିତ କରିଦେଇଛି। ୨୧ଦିନ କିଛି ନ ଖାଇ କେବଳ ପାଣି ପିଇକି ରହିବେ ନର୍ଗିସ୍‌। ଏ ନେଇ ନର୍ଗିସ ନିଜେ ତାଙ୍କ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। କିନ୍ତୁ ସେ ଏପରି କରିବାର କାରଣ କିଛି ସ୍ପଷ୍ଟ କରିନାହାନ୍ତି, କିନ୍ତୁ ତାଙ୍କର ଫିଟନେସକୁ ନେଇ ଏପରି କରୁଥିବା କୁହାଯାଉଛି।

ନର୍ଗିସ୍‌ ଏବେ ଜର୍ମାନରେ ଅଛନ୍ତି। ସେଠାରୁ ସେ ତାଙ୍କର ୨-୩ଟି ଭିଡିଓ ଶେୟାର କରିଛନ୍ତି। ପ୍ରଥମ ଭିଡିଓରେ ସେ ତାଙ୍କର ୨୧ ଦିନ ବ୍ରତ ବିଷୟରେ କହିଥିବା ବେଳେ ଦ୍ୱିତୀୟ ଭିଡିଓରେ ଏହାର ଉପକାର ବିଷୟରେ କହିଛନ୍ତି। ଏହି ଉପବାସ ଦ୍ୱାରା ଶରୀରକୁ ଲାଭ ମିଳିବା ସହ ଶରୀର ସେଲୁଲାର୍‌ ସ୍ତରରେ ପୁନର୍ବାର ପ୍ରସ୍ତୁତ ହୁଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଜନୀକାନ୍ତଙ୍କ ଭବ୍ୟ ବଙ୍ଗଳା: ଦେଖିଲେ ଘଡ଼ିଏ ଚାହିଁବ

ହାଇଦ୍ରାବାଦ: ଦର୍ଶକଙ୍କୁ ଅନେକ ବ୍ଲକବଷ୍ଟର ହିଟ୍‌ ଭେଟିଦେଇଛନ୍ତି ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ କଳାକାର ରଜନୀକାନ୍ତ। ତାଙ୍କୁ ପ୍ରଶଂସକ ଭଗବାନଙ୍କ ଭଳି ପୂଜିଥାନ୍ତି। ବୟସାଧିକ ହୋଇଥିଲେ...

ସମଗ୍ର ବିଶ୍ୱକୁ ‘ନମସ୍କାର’ର ବାର୍ତ୍ତା ଦେଲେ ପ୍ରିୟଙ୍କା

ସାରା ବିଶ୍ୱରେ କରୋନା ଭାଇରସ କାୟା ବିସ୍ତାର କରିବାରେ ଲାଗିଛି। ଫିଲ୍ମ ଇଣ୍ଡଷ୍ଟ୍ରିରୁ ଆରମ୍ଭକରି ଖେଳ ଜଗତ ପର୍ଯ୍ୟନ୍ତ ସବୁଆଡେ ଏହାର ପ୍ରଭାବ ପଡ଼ିଥିବା ଦେଖିବାକୁ...

ବ୍ରେକ୍‌ଫାଷ୍ଟରୁ ଡିନର ପର୍ଯ୍ୟନ୍ତ କେଉଁ ଅଭିନେତ୍ରୀଙ୍କ କ’ଣ ପସନ୍ଦ? ଜାଣନ୍ତୁ…

ସୁସ୍ଥ ଏବଂ ସୁନ୍ଦର ଚେହେରା ପାଇଁ ବଲିଉଡ୍‌ର ଅଭିନେତ୍ରୀମାନେ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେଇଥାନ୍ତି। ଦୀପିକା ପାଦୁକୋନ୍‌ ହୁଅନ୍ତୁ କି ଆଲିଆ ଭଟ୍ଟ। ବ୍ରେକ୍‌ଫାଷ୍ଟରୁ...

ଫିଲ୍ମ ବିବାଦ ମଧ୍ୟରେ ତ୍ରିରଙ୍ଗା ସହ ନଜର ଆସିଲେ ଆମିର

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପରଫେକ୍ଟନିଷ୍ଟ ଆମିର ଖାନ ବିଗତ ଦିନରୁ ନିଜ ଫିଲ୍ମ ‘ଲାଲ ସିଂ ଚଡ୍ଡା’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ବହୁ ବାଦ ବିବାଦ...

୫ ଜଣଙ୍କୁ ପ୍ରେମ କରି ୧୦ ବର୍ଷ ସାନ ପୁରୁଷ ବନ୍ଧୁଙ୍କୁ ବିବାହ କରିଛନ୍ତି ପିସି

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ତାଙ୍କ ପ୍ରେମ କାହାଣୀକୁ ନେଇ ବେଶ୍‌ ଚର୍ଚ୍ଚିତ। ୩୮ ବର୍ଷରେ ପଦାର୍ପଣ କରିଥିବା ପିସି ପାଖାପାଖି ୫...

ଏହି ଦିନରେ ରିଲିଜ୍‌ ହେବ ଗୁଞ୍ଜନ ସକ୍ସସେନା ବାୟୋପିକର ଟ୍ରେଲର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଞ୍ଜନ ସକ୍ସସେନା: ଦ କାର୍ଗିଲ ଗର୍ଲ’ ବାୟୋପିକ୍‌ ଖୁବ୍‌ଶୀଘ୍ର ମୁକ୍ତିଲାଭ କରିବାକୁ ଯାଉଛି। ଅଗଷ୍ଟ ୧୨ରେ...

ବୟ ଫ୍ରେଣ୍ଡଙ୍କ ହାତ ରନ୍ଧାର ମଜା ନେଉଛନ୍ତି ସୁସ୍ମିତା

ମୁମ୍ବାଇ: ଫିଟନେସ୍‌ ପାଇଁ ବଲିଉଡ୍‌ରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ସୁସ୍ମିତା ସେନ୍‌ ତାଙ୍କ ଲଭ୍‌ ଲାଇଫକୁ ନେଇ ମଧ୍ୟ ଅଛନ୍ତି ଚର୍ଚ୍ଚାରେ।...

ଶାହାରୁଖଙ୍କ ଫିଲ୍ମକୁ କରାଯାଉଛି ବୟକଟ, ଟ୍ରେଣ୍ଡ ହେଉଛି ‘ହାସ ବୟକଟ ପଠାନ’

ମୁମ୍ବାଇ: ବଲିଉଡ ଫିଲ୍ମକୁ ବୟକଟ କରିବାର ଟ୍ରେଣ୍ଡ ବଢିବାରେ ଲାଗିଛି । ନିକଟରେ ଆମିର ଖାଁଙ୍କ ଫିଲ୍ମ ‘ଲାଲ ସିଂ ଚଢା’ ଓ ଅକ୍ଷୟ କୁମାରଙ୍କ...

Advertisement
Archives

Model This Week