ଅଭିନେତ୍ରୀ ନର୍ଗିସ ଫାଖରୀ ବଲିଉଡ୍ରୁ ବ୍ରେକ୍ ନେଇଯାଇଥିଲେ। ଏପରି ନ କରିବାକୁ ତାଙ୍କୁ ଅନେକ ଜଣ ବୁଝାଇଥିଲେ। କାରଣ ବ୍ରେକ୍ ନେବାପରେ କଳାକାରଙ୍କୁ କେବଳ ଦର୍ଶକ ନୁହଁନ୍ତି, ବରଂ ନିର୍ମାତା ନିର୍ଦ୍ଦେଶକମାନେ ମଧ୍ୟ ଭୁଲିଯାଆନ୍ତି। ନର୍ଗିସଙ୍କ ସହ ଠିକ୍ ସେଇଆ ହିଁ ଘଟିଲା। ସେ ଫିଲ୍ମ ରକଷ୍ଟାରରୁ ବଲିଉଡରେ ଡେବ୍ୟୁ କରିଥିଲେ। ମାତ୍ର ବର୍ତ୍ତମାନ ତାଙ୍କୁ ଉଦୟ ଚୋପ୍ରାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ଭାବରେ ଲୋକେ ମନେରଖିଛନ୍ତି। ଦୁଇ ବର୍ଷର ବ୍ରେକ୍ ପରେ, ନର୍ଗିସ କିଛି ଦିନ ହେବ ବଲିଉଡ୍ରେ ପୁଣିଥରେ ଏଣ୍ଟ୍ରି କରିବାକୁ ଚେଷ୍ଟା କରୁଥିଲେ, କିନ୍ତୁ ସଫଳତା ପାଇ ନ ଥିଲେ। ସେ ବର୍ତ୍ତମାନ ପୁଣି ପରଦାକୁ ଫେରୁଛନ୍ତି। ମାତ୍ର ବଲିଉଡକୁ ନୁହେଁ ବରଂ ସାଉଥ ଫିଲ୍ମକୁ। ନର୍ଗିସ, ପୱନ କଲ୍ୟାଣଙ୍କ ସହ ତେଲୁଗୁ ଫିଲ୍ମ ‘ହରି ହରା ଭୀରା ମଲ୍ଲୁ’ରେ ନଜର ଆସିବେ। ଏହି ଫିଲ୍ମରେ ନିଧି ଅଗ୍ରୱାଲ ଏବଂ ଅର୍ଜୁନ ରାମପାଲ ମୁଖ୍ୟ ଭୂମିକାରେ ନଜର ଆସିବେ।
ନର୍ଗିସଙ୍କ ବ୍ରେକ୍ଅପ୍ ପରେ ଲୋକେ ଭାବୁଥିଲେ ସେ ଇଣ୍ଡଷ୍ଟ୍ରି ଛାଡି ଦେଇଛନ୍ତି। ସେ ଅଭିନେତା ଉଦୟ ଚୋପ୍ରାଙ୍କ ସହ ଆମେରିକାରେ ସେଟେଲ ହୋଇଥିବା ଖବର ଆସିଥିଲା। ଉଭୟ ବିବାହ କରିବାକୁ ସ୍ଥିର ହୋଇଥିଲା। ମାତ୍ର ୨୦୧୭ରେ ସେ ଉଦୟଙ୍କ ସହ ତାଙ୍କର ବ୍ରେକଅପ୍ ଘୋଷଣା କରିଥିଲେ। ୨୦୧୮ ରେ, ନର୍ଗିସ ଫିଲ୍ମ ନିର୍ମାତା ମେଟ ଆଲୋନଜୋଙ୍କ ସହ ରିଲେଶନସିପ୍ରେ ଥିବା ପ୍ରକାଶ କରିଥିଲେ।
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ
ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍
ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...
୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...
Archives


