ଅଭିନେତ୍ରୀ ନର୍ଗିସ ଫାଖରୀ ବଲିଉଡ୍ରୁ ବ୍ରେକ୍ ନେଇଯାଇଥିଲେ। ଏପରି ନ କରିବାକୁ ତାଙ୍କୁ ଅନେକ ଜଣ ବୁଝାଇଥିଲେ। କାରଣ ବ୍ରେକ୍ ନେବାପରେ କଳାକାରଙ୍କୁ କେବଳ ଦର୍ଶକ ନୁହଁନ୍ତି, ବରଂ ନିର୍ମାତା ନିର୍ଦ୍ଦେଶକମାନେ ମଧ୍ୟ ଭୁଲିଯାଆନ୍ତି। ନର୍ଗିସଙ୍କ ସହ ଠିକ୍ ସେଇଆ ହିଁ ଘଟିଲା। ସେ ଫିଲ୍ମ ରକଷ୍ଟାରରୁ ବଲିଉଡରେ ଡେବ୍ୟୁ କରିଥିଲେ। ମାତ୍ର ବର୍ତ୍ତମାନ ତାଙ୍କୁ ଉଦୟ ଚୋପ୍ରାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ଭାବରେ ଲୋକେ ମନେରଖିଛନ୍ତି। ଦୁଇ ବର୍ଷର ବ୍ରେକ୍ ପରେ, ନର୍ଗିସ କିଛି ଦିନ ହେବ ବଲିଉଡ୍ରେ ପୁଣିଥରେ ଏଣ୍ଟ୍ରି କରିବାକୁ ଚେଷ୍ଟା କରୁଥିଲେ, କିନ୍ତୁ ସଫଳତା ପାଇ ନ ଥିଲେ। ସେ ବର୍ତ୍ତମାନ ପୁଣି ପରଦାକୁ ଫେରୁଛନ୍ତି। ମାତ୍ର ବଲିଉଡକୁ ନୁହେଁ ବରଂ ସାଉଥ ଫିଲ୍ମକୁ। ନର୍ଗିସ, ପୱନ କଲ୍ୟାଣଙ୍କ ସହ ତେଲୁଗୁ ଫିଲ୍ମ ‘ହରି ହରା ଭୀରା ମଲ୍ଲୁ’ରେ ନଜର ଆସିବେ। ଏହି ଫିଲ୍ମରେ ନିଧି ଅଗ୍ରୱାଲ ଏବଂ ଅର୍ଜୁନ ରାମପାଲ ମୁଖ୍ୟ ଭୂମିକାରେ ନଜର ଆସିବେ।
ନର୍ଗିସଙ୍କ ବ୍ରେକ୍ଅପ୍ ପରେ ଲୋକେ ଭାବୁଥିଲେ ସେ ଇଣ୍ଡଷ୍ଟ୍ରି ଛାଡି ଦେଇଛନ୍ତି। ସେ ଅଭିନେତା ଉଦୟ ଚୋପ୍ରାଙ୍କ ସହ ଆମେରିକାରେ ସେଟେଲ ହୋଇଥିବା ଖବର ଆସିଥିଲା। ଉଭୟ ବିବାହ କରିବାକୁ ସ୍ଥିର ହୋଇଥିଲା। ମାତ୍ର ୨୦୧୭ରେ ସେ ଉଦୟଙ୍କ ସହ ତାଙ୍କର ବ୍ରେକଅପ୍ ଘୋଷଣା କରିଥିଲେ। ୨୦୧୮ ରେ, ନର୍ଗିସ ଫିଲ୍ମ ନିର୍ମାତା ମେଟ ଆଲୋନଜୋଙ୍କ ସହ ରିଲେଶନସିପ୍ରେ ଥିବା ପ୍ରକାଶ କରିଥିଲେ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ
ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…
ସମ୍ବଲପୁରରେ ଡପ୍ଲର ୱେଦର ରାଡାରର ଉଦ୍ଘାଟନ
ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…
ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…
ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…
ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ
ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…
ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର
ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…
ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ
ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍ଫୁସ୍, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…
UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ୍ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…
ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ
ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

