ଟି୨୦ରେ ମାଇଲ ଖୁଣ୍ଟ ହାସଲ କଲେ ନାରିନ

ଆବୁଧାବି,୪ା୧୨: ସ୍ବିନ ବୋଲର ସୁନିଲ ନାରିନ ପ୍ରଥମ ବୋଲର ଭାବେ ପ୍ରତିଯୋଗିତାମୂଳକ ଟି୨୦ କ୍ରିକେଟରେ ୬,୦୦ ଉଇକେଟ ହାସଲ କରିବାର ଗୌରବ ଅର୍ଜନ କରିଛନ୍ତି। ବୁଧବାର ଏକ ଆଇଏଲ୍‌ ଟି୨୦ ସେ ତାଙ୍କ ଫ୍ରାଞ୍ଚାଇଜ୍‌ ଆବୁଧାବୀ ନାଇଟ୍‌ ରାଇଡର୍ସ ପକ୍ଷରୁ ଶାରଜା ଓ୍ବାରିଅର୍ସ ବିପକ୍ଷରେ ଖେଳୁଥିବା ବେଳେ ସେ ଏହି ସମ୍ମାନଜନକ ମାଇଲ ଖୁଣ୍ଟ ହାସଲ କରିଛନ୍ତି।

ମ୍ୟାଚ ପରେ ଆବୁଧାବୀ ନାଇଟ୍‌ ରାଇଡର୍ସ ନାରିନଙ୍କୁ ୬୦୦ ନମ୍ବର ଲେଖାଥିବା ଏକ ସ୍ବତନ୍ତ୍ର ସଂସ୍କରଣ ଜର୍ସି ଉପହାର ଆକାରରେ ପ୍ରଦାନ କରିଥିଲା। ତ୍ରିନିଦାଦର ଏହି ୩୭ ବର୍ଷୀୟ କ୍ରିକେଟର ଟମ୍‌ ଆବେଲଙ୍କ ଉଇକେଟ ଅକ୍ତିଆର କରି ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି।

ଏହି ସଫଳତା ପରେ ନାରିନ ନିଜକୁ ଟି୨୦ କ୍ରିକେଟର ଅନ୍ୟତମ ମହାନ ବୋଲର ଭାବେ ପ୍ରତିପାଦନ କରିଛନ୍ତି। ନାରିନ ବିଗତ ବର୍ଷ ଗୁଡିକରେ କୋଲକାତା ନାଇଟ ରାଇଡର୍ସ, ଆବୁଧାବି ନାଇଟ ରାଇଡର୍ସ, ତ୍ରିନ୍‌ବାଗୋ ନାଇଟ ରାଇଡର୍ସ ଓ ଲସ୍‌ଆଞ୍ଜେଲ୍ସ ନାଇଟ୍‌ ରାଇଡର୍ସ ଭଳି ଦଳରେ ପ୍ରତିନିଧିତ୍ୱ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri