ଆଖିବୁଜିଲେ ନରୋତ୍ତମ ମଟାରୀ:  ଶ୍ରଦ୍ଧାଞ୍ଜଳି ଜଣାଇଲେ ନରସିଂହ ମିଶ୍ର

ବଲାଙ୍ଗୀର,୧୯।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତେଲିଗୋଠପଡା ନିବାସୀ ଧର୍ମପରାୟଣ ନରୋତ୍ତମ ମଟାରୀ(୯୨)ଙ୍କ ସୋମବାର ପୂର୍ବାହ୍ନରେ ପରଲୋକ ହୋଇଛି। ସେ କିଛିଦିନ ହେଲା ବାର୍ଦ୍ଧକ୍ୟ ଜନିତ କାରଣରୁ ଅସୁସ୍ଥ ଥିଲେ। ଜଣେ ମିଷ୍ଟଭାଷୀ, ମେଳାପୀ, ସମାଜକର୍ମୀ ଭାବେ ପରିଚିତ ଥିଲେ। ତାଙ୍କ ତିନି ପୁଅ ସନ୍ତୋଷ ମଟାରୀ, ଅଶୋକ ମଟାରୀ ଓ ସୁରୁଲାଲ ମଟାରୀ, ଦୁଇ ଝିଅ, ବୋହୂ, ନାତିନାତୁଣୀ ଶେଷ ସମୟରେ ପାଖରେ ରହିଥିଲେ।
ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ବହୁ ମାନ୍ୟଗଣ୍ୟ ବ୍ୟକ୍ତି, କ୍ରୀଡାବିତ, ବିଭିନ୍ନ ସଙ୍ଗଠନ ପ୍ରତିନିଧି ତାଙ୍କ ତେଲିଗୋଠପଡା ବାସଭବନକୁ ଯାଇ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବଲାଙ୍ଗୀର ବିଭୂତିପଡା ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଜଗନ୍ନାଥ ମନ୍ଦିରରୁ ଚୋରି: ରୂପା ଅଳଙ୍କାର ସହ ପୂଜା ସାମଗ୍ରୀ ଗାଏବ,ଗ୍ରାମବାସୀଙ୍କ ମଧ୍ୟରେ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଗର୍ଜନ ଗ୍ରାମରେ ଥିବା ଜଗନ୍ନାଥ ମନ୍ଦିରରୁ ରୂପା ଅଳଙ୍କାର ସହ ଅନ୍ୟାନ୍ୟ ପୂଜା ସାମଗ୍ରୀ ଚୋରି ହୋଇଥିବା…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

ଯାଦବ ସମାଜ ଦ୍ୱାରା ଆୟୋଜିତ ଦୋଳ ଉତ୍ସବରେ ଯୋଗ ଦେଲେ ନରସିଂହ, କହିଲେ…

ବଲାଙ୍ଗୀର,୨।୩( ସୁନିଲ କୁମାର ମହାନ୍ତି); ଦୋଳ ମହୋତ୍ସବ କେବଳ ବଲାଙ୍ଗୀରରେ ନୁହେଁ ସମଗ୍ର ଦେଶରେ ସମସ୍ତ ଜାତି, ଧର୍ମ, ବର୍ଣ୍ଣ ଲୋକେ ଏକତ୍ରିତ ହୋଇ ପାଳନ କରିଥାନ୍ତି…

ବିଦେଶୀ ମଦ ହେଉଥିଲା ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ବଲାଙ୍ଗୀର,୨।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଳା ଥାନା ପୋଲିସ ବଲାଙ୍ଗୀର-ସୋନପୁର ରାସ୍ତା ସାତମାଇଲ ଛକରୁ ୩୭ ଲିଟର ମଦ ଜବତ କରିଛି। ବେଆଇନ ଚାଲାଣ ହେଉଥିବା…

ଯାଦବ ସମାଜ ଦୋଳ ମହୋତ୍ସବ: ଦେଖିବାକୁ ମିଳିଛି ପାରମ୍ପରିକ ବାଡ଼ି ଖେଳ

ବଲାଙ୍ଗୀର,୭।୩(ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୌରାଞ୍ଚଳ  ଯାଦବ ମହାସଭା ପକ୍ଷରୁ ୩୦ ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri