Posted inଜାତୀୟ

ନରୋତ୍ତମ ମିଶ୍ରଙ୍କ ଅଭିଯୋଗ, ଭାରତ ଯୋଡୋ ଯାତ୍ରାରେ ଦିଆଯାଇଛି ‘ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ’

ଭୋପାଳ,୪ ।୧୨: ମଧ୍ୟ ପ୍ରଦେଶର ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ପୁଣିଥରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାକୁ ଟାର୍ଗେଟ କରିଛନ୍ତି । କଂଗ୍ରେସର ଏହି ଭାରତ ଯୋଡୋ ଯାତ୍ରାରେ ଅଭିନେତ୍ରୀ ସ୍ୱରା ଭାସ୍କର ସାମିଲ ହୋଇଥିଲେ । କଂଗ୍ରେସର ଭାରତ ଯୋଡୋ ଯାତ୍ରାରେ ଅଭିନେତ୍ରୀ ସ୍ୱରା ଭାସ୍କର ସାମିଲ ହେବାକୁ ନେଇ ନରୋତ୍ତମ ମିଶ୍ର ରବିବାର ମଧ୍ୟ ପ୍ରଦେଶର ଦତିୟାରେ କହିଛନ୍ତି, ଯେଉଁ ଯାତ୍ରାରେ ସ୍ୱରା ଭାସ୍କର ଓ କହ୍ନେୟା କୁମାରଙ୍କ ଭଳି ଲୋକେ ସାମିଲ ହେଉଛନ୍ତି ସେହି ଯାତ୍ରାରୁ କ’ଣ ଆଶା କରାଯାଇପାରେ ।
ନରୋତ୍ତମ କିଶ୍ର କହିଛନ୍ତି ଆପଣମାନେ ବୁଝିପାରୁଥିବେ ଏହି ଯାତ୍ରାର ଲକ୍ଷ୍ୟ କ’ଣ ହୋଇପାରେ । ଭାରତ ଯୋଡୋ ଯାତ୍ରାରେ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦିଆଯାଉଛି । ସତ ଶେଷରେ ସାମ୍ନାକୁ ଆସିଛି । ଏହା ପୂର୍ବରୁ ଶୁକ୍ରବାର ମଧ୍ୟ ପ୍ରଦେଶର ଗୃହମନ୍ତ୍ରୀ କହିଥିଲେ, ରାହୁଲ ଗାନ୍ଧୀ ବୁଝିଯିବା ଦରକାର ଆମ ଦେଶ ସ୍ୱରା ଭାସ୍କର, କହ୍ନେୟା କୁମାର, ସୁଶାନ୍ତ ସିଂଙ୍କ ଭଳି ବ୍ୟକ୍ତିଙ୍କ ସହ ପଦଯାତ୍ରା କଲେ ଯୋଡି ହେବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri