Posted inଜାତୀୟ

ମନ୍ତ୍ରୀଙ୍କ ମାସ୍କ ଦେଖି କିଛି ସମୟ ଅଟକିଗଲେ ଲୋକେ

ଭୋପାଳ,୧୧।୮: ମଧ୍ୟପ୍ରଦେଶର ଗୃହମନ୍ତ୍ରୀ ନରୋତ୍ତମ ମିଶ୍ରଙ୍କୁ ଏକ ନୂଆ ରୂପରେ ଦେଖିବାକୁ ମିଳିଛି। ଆଉ ଯିଏ ତାଙ୍କର ଏହି ରୂପ ଦେଖିଛି ସେ କିଛି ସମୟ ପାଇଁ ଅଟକି ଯାଇଛି। କରୋନା ମହାମାରୀ ସମୟରେ ମାସ୍କ ନ ପିନ୍ଧି ଚର୍ଚ୍ଚାକୁ ଆସିଥିବା ମନ୍ତ୍ରୀ ନିକଟରେ ନିଜ ମୁହଁର ଛବିଥିବା ଏକ ମାସ୍କ ତିଆରି କରିଛନ୍ତି। ଆଉ ଏହାକୁ ପିନ୍ଧିବା ପରେ ସେ ମାସ୍କ ପିନ୍ଧିଛନ୍ତି କି ନା ତାହା ଆଦୌ ଜଣାପଡୁନାହିଁ। କିଛିଦିନ ପୂର୍ବେ ସେ ମାସ୍କ ନ ପିନ୍ଧୁଥିବାରୁ ଯିଏ ତାଙ୍କୁ ମାସ୍କ ପିନ୍ଧାଇବ କଂଗ୍ରେସ ଉକ୍ତ ବ୍ୟକ୍ତିଙ୍କୁ ୧୧ ହଜାର ଟଙ୍କା ପୁରସ୍କାର ଦେବ ବୋଲି ଘୋଷଣା କରିଥିଲା। ହେଲେ ଶ୍ରୀ ମିଶ୍ର କହିଥିଲେ ସେ ଗାମୁଛା ଗୁଡାଇ ହେଉଛନ୍ତି ଯାହା ୩ ଲେୟାର ବିଶିଷ୍ଟ। ସେ କରୋନା ମାହାମରୀକୁ ନେଇ ସରକାର ଜାରି କରିଥିବା ସମସ୍ତ ଗାଇଡ୍‌ଲାଇନ ପାଳନ କରୁଛନ୍ତି ବୋଲି କହିଥିଲେ। ଆଉ ଏବେ ତାଙ୍କର ମାସ୍କ ପିନ୍ଧିବାର ଭିନ୍ନ ଷ୍ଟାଇଲ ତାଙ୍କୁ ଚର୍ଚ୍ଚାକୁ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri