ଖବରଦାତାଙ୍କ ପେନ୍‌ସନ୍‌ ଦାବି ଉଠାଇଲେ ନରସିଂହ

ଭୁବନେଶ୍ୱର,୮ା୨(ଅନିଲ ଦାସ): ଖବରଦାତାମାନେ ନିଜର ଦାବି ପାଇଁ ଲୋୟର ପିଏମ୍‌ଜିରେ ଧାରଣାରେ ବସୁଛନ୍ତି। ଅନ୍ୟ ରାଜ୍ୟଗୁଡ଼ିକ ଖବରଦାତାଙ୍କୁ ପେନ୍‌ସନ୍‌ ଓ ସୁରକ୍ଷା ଦେଉଥିବା ବେଳେ ଓଡ଼ିଶା ସରକାର ଏ ଦିଗରେ କୌଣସି ପଦକ୍ଷେପ ନେଉନାହାନ୍ତି। ଲୋକ ସଭା ଭବନକୁ ମଧ୍ୟ ଖବରଦାତାମାନଙ୍କୁ ଛଡ଼ାଯାଉନାହିଁ। ତୁରନ୍ତ ସେମାନଙ୍କୁ ସଚିବାଳୟ ପାସ୍‌ ଦିଆଯାଉ। ସରକାରଙ୍କ ଖବର ସେମାନେ ପ୍ରକାଶ କରନ୍ତୁ। ଲୋକମାନଙ୍କ ପାଖରେ ସରକାରଙ୍କ ଖବର ପହଞ୍ଚୁ। ଅନ୍ୟ ରାଜ୍ୟ ଭଳି ଖବରଦାତାଙ୍କୁ ପେନ୍‌ସନ୍‌ ଦେବା ପାଇଁ ସରକାର ତୁରନ୍ତ ବ୍ୟବସ୍ଥା କରନ୍ତୁ ବୋଲି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଗୁରୁବାର ଅନୁଷ୍ଠିତ ହୋଇଥିବା ବିଧାନସଭାର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କଠାରୁ ସେ ସ୍ପଷ୍ଟୀକରଣ ଲୋଡ଼ିଛନ୍ତି।

ଏଥିହସିତ ନରସିଂହ ପଶ୍ଚିମ ଓଡ଼ିଶାବାସୀ ଚଳାଇଥିବା ଆନ୍ଦୋଳନ ପ୍ରସଙ୍ଗକୁ ମଧ୍ୟ ଉତ୍‌ଥାପନ କରିଥିଲେ। ସେ କହିଛନ୍ତି ଯେ, ରାଜ୍ୟ ସରକାର ଜାଣିଶୁଣି ଆନ୍ଦୋଳନକୁ ଦବାଇ ଦେଉଛନ୍ତି। ଗଗଣନ୍ତ୍ର ବ୍ୟବସ୍ଥାରେ ଏହା କେବେ ଗ୍ରହଣୀୟ ନୁହେଁ। ଏହି ସମୟରେ ବିଧାନସଭା ଗ୍ୟାଲେରିରେ କୌଣସି ସରକାରୀ ଅଧିକାରୀଙ୍କୁ ଦେଖିବାକୁ ମିଳିଲାନି ବୋଲି ନରସିଂହ ସରକାରଙ୍କୁ କଡ଼ା ଭର୍ତ୍ସନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri