୪ ଦିନ ବନ୍ଦ ରହିବ ନୃସିଂହନାଥ ମନ୍ଦିର

ପାଇକମାଳ,୧୪।୧(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିର ୧୪ରୁ ୧୭ ତାରିଖ ଯାଏ ବନ୍ଦ ରହିବ। ମନ୍ଦିର କମିଟି ସଭାପତି ତଥା ବିଡିଓ ଉପଞ୍ଜଳି ମାଝି ଏହି ସୂଚନା ଦେଇଛନ୍ତି।

କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । କିନ୍ତୁ ଠାକୁରଙ୍କ ପୂଜାର୍ଚ୍ଚନା, ନୀତିକାନ୍ତି ପୂର୍ବପରି ଚାଲିବ। ଦୋକାନବଜାର ଖୋଲା ରହିବ ବୋଲି ସେ ଜଣାଇଛନ୍ତି। ଅନୁଷ୍ଠିତ ବୈଠକରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ମନ୍ଦିର କର୍ମଚାରୀମାନେ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri