୪ ମହାକାଶଚାରୀଙ୍କୁ ଫେରାଇ ଆଣିଲା ନାସା

ଓ୍ବାଶିଂଟନ,୧୫ା୧: ନାସା ଅନ୍ତର୍ଜାତୀୟ ମହାକାଶ ଷ୍ଟେଶନ (ISS)ରୁ ପ୍ରଥମ ଥର ପାଇଁ ୪ ମହାକାଶଚାରୀଙ୍କୁ ଫେରାଇ ଆଣିଛି। ଜଣେ ମହାକାଶଚାରୀଙ୍କୁ ଚିକିତ୍ସା ଆବଶ୍ୟକ ଥିବାରୁ ବୁଧବାର ୪ କ୍ରୁ ମେମ୍ବର ସ୍ପେସଏକ୍ସ କ୍ରୁ ଡ୍ରାଗନ କ୍ୟାପସୁଲରେ ଷ୍ଟେଶନ ଛାଡ଼ିଥିଲେ। ନାସାର କମାଣ୍ଡର ଜେନା କାର୍ଡମ୍ୟାନ, ପାଇଲଟ୍‌ ମାଇକ ଫିଙ୍କେ, ଜାପାନ ଏରୋସ୍ପେସ ଏକ୍ସପ୍ଲୋରେସନ ଏଜେନ୍ସି (JAXA)ର କିମିଆ ୟୁଇ ଏବଂ ରୋସକସମୋସର ଓଲେଗ ପ୍ଲାଟୋନୋଭ, ଗୁରୁବାର ସାନ ଡିଏଗୋ ନିକଟସ୍ଥ ପ୍ରଶାନ୍ତ ମହାସାଗରରେ ପଡ଼ିବ।

ମିଶନ ଅଗଷ୍ଟ ୨୦୨୫ରେ ଆରମ୍ଭ ହୋଇn ଫେବୃଆରୀ ୨୦୨୬ ଶେଷ ପର୍ଯ୍ୟନ୍ତ ଚାଲିବାକୁ ସ୍ଥିର କରାଯାଇଥିଲା, କିନ୍ତୁ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ଏକ ମାସରୁ ଅଧିକ ସମୟ ପୂର୍ବରୁ ବନ୍ଦ କରିଦିଆଯାଇଥିଲା। ନାସା ପ୍ରଭାବିତ ମହାକାଶଚାରୀଙ୍କ ପରିଚୟ କିମ୍ବା ସ୍ବାସ୍ଥ୍ୟ ଅବସ୍ଥା ପ୍ରକାଶ କରିନାହିଁ, କେବଳ ନାନସା ଏହା କହିଛି ଯେ, ସେମାନଙ୍କ ଅବସ୍ଥା ସ୍ଥିର ଅଛି ଏବଂ ଜରୁରୀକାଳୀନ ପରିସ୍ଥିତି ନୁହେଁ। ଗତ ସପ୍ତାହରେ ଜାନୁଆରୀ ୭ ତାରିଖରେ ଏକ ସ୍ପେସଓ୍ବାକ୍‌ ବାତିଲ କରିବା ପରେ ନାସା ଏହି ଘୋଷଣା କରିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…

କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି…

ବୈଜ୍ଞାନିକଙ୍କ ବଡ଼ ଚେତାବନୀ, ଏହି ସ୍ଥାନରେ ଆକାଶରୁ ହେବ ରକ୍ତ ବର୍ଷା, ପରେ ବିଶ୍ୱରେ ଘଟିବ…

ବୈଜ୍ଞାନିକମାନେ ଏକ ବଡ଼ ଚେତାବନୀ ଦେଇଛନ୍ତି। ସେମାନେ କହିଛନ୍ତି, ଆଗାମୀ ଦିନରେ ପରିସ୍ଥିତି ଗମ୍ଭୀର ହେବାକୁ ଯାଉଛି। କୋପର୍ନିକସ ଆଟମୋସ୍ଫିଅର୍‌ ମନିଟରିଂ ସର୍ଭିସ (CAMS)ର ବିଶେଷଜ୍ଞଙ୍କ ଅନୁଯାୟୀ,…

୧,୯୯,୭୦,୦୦,୦୦,୦୦,୦୦୦ ଆମେରିକାର ଯୁଦ୍ଧର ଖର୍ଚ୍ଚ, ଟ୍ରମ୍ପ କହିଲେ ଏତିକି ଦିନ ଯାଏ ଚାଲିବ ଯୁଦ୍ଧ

ଓ୍ବାଶିଂଟନ୍‌,୪।୩: ଆମେରିକା ପୁଣି ଥରେ ଯୁଦ୍ଧରେ ଜଡିତ। ଜୀବନ ଏବଂ ସମ୍ପତ୍ତି କ୍ଷତି ସହିତ, ଦେଶ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛି। ରିପୋର୍ଟଗୁଡ଼ିକ ସୂଚିତ…

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri