ମହାକାଶରେ ବ୍ଲାକ ହୋଲ ସହ ପିଟି ହେଲେ ଅନେକ ତାରା, ଖୁବ ଜୋର୍ ବିସ୍ଫୋରଣ

ୱାଶିଂଟନ,୧୧ ।୧୨: ମହାକାଶରେ ବହୁ ସଂଖ୍ୟାରେ ତାରା ବ୍ଲାକ ହୋଲ ସହ ପିଟି ହେବାରୁ ଏକ ବଡ ବିସ୍ଫୋରଣ ହୋଇଛି । ଗାମା ରଶ୍ମୀର ଏହି ବିସ୍ଫୋରଣକୁ ସ୍ପେସ ଟେଲିସ୍କୋପ ଏବଂ ନାସାର ଅବଜରଭେଟୋରୀ ଦେଖିଛି । ୟୁନିଭର୍ସିଟି ଅଫ ଲିସେଷ୍ଟରର ପଦାର୍ଥବିଜ୍ଞାନୀ ଓ ବୈଜ୍ଞାନିକମାନେ ଏହି ବିସ୍ଫୋରଣକୁ ଏକ ବିରଳ ମହାକାଶ ଘଟଣା ବୋଲି କହିଛନ୍ତି । ଆଶା କରାଯାଉଛି କି ତାଙ୍କର ଏହି ଅନୁସନ୍ଧାନ ଏହିପରି ଘଟଣାଗୁଡିକ ଉପରେ ଭବିଷ୍ୟତରେ ଅଧ୍ୟୟନରେ ସହାୟକ ହେବ । ଗାମା ରଶ୍ମୀ ବିସ୍ଫୋରଣ ବ୍ରହ୍ମାଣ୍ଡର ସବୁଠାରୁ ଶକ୍ତିଶାଳୀ ବିସ୍ଫୋରଣ ମଧ୍ୟରୁ ଗୋଟିଏ । ବୈଜ୍ଞାନିକମାନେ ଏହି ବିସ୍ଫୋରଣର ନାମ ଜିଆରବି୨୧୧୨୧୧ଏ ବୋଲି କହିଛନ୍ତି । ଏହା ଅପେକ୍ଷାକୃତ ଲମ୍ବା ଥିଲା ତେଣୁ ଏହା ଆଶା କରାଯାଉଥିବାଠାରୁ ଅଧିକ ଇନଫ୍ରାରେଡ ଆଲୋକ ନିର୍ଗତ କଲା ।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?