‘ସ୍ଲିମ୍‌’ର ପ୍ରଥମ ଫଟୋ ଜାରି କଲା ନାସା

ଓ୍ବାଶିଂଟନ,୨୭ା୧: ଆମେରିକୀୟ ସ୍ପେସ୍‌ ଏଜେନ୍ସି ନାସାର ଏଲ୍‌ଆର୍‌ଓ ମହାକାଶଯାନ ଚନ୍ଦ୍ର (ସ୍ଲିମ୍‌) ପାଇଁ ଜାପାନର ଚନ୍ଦ୍ର ଲ୍ୟାଣ୍ଡର ସ୍ମାର୍ଟ ଲ୍ୟାଣ୍ଡରର ଚିତ୍ର କଏଦ କରିଛି। ସ୍ଲିମ୍‌ ଗତ ସପ୍ତାହରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିଥିଲା । ଏହା ସହିତ ଜାପାନ ଚନ୍ଦ୍ରପୃଷ୍ଠରେ ଏକ ସଫ୍ଟ ଲ୍ୟାଣ୍ଡିଂ କରିବାରେ ପଞ୍ଚମ ଦେଶ ହୋଇପାରିଛି।

ଜାପାନ ପୂର୍ବରୁ ରୁଷିଆ, ଆମେରିକା, ଚାଇନା ଏବଂ ଭାରତ ଚନ୍ଦ୍ରପୃଷ୍ଠରେ ଅବତରଣ କରିଛନ୍ତି। ଜାପାନ ଏରୋସ୍ପେସ୍‌ ଏକ୍ସପ୍ଲୋରେଶନ ଏଜେନ୍ସି (ଜାକ୍ସା)ର ସ୍ଲିମ୍‌ ଟୋକିଓ ସମୟ ଅନୁଯାୟୀ ଶନିବାର ରାତି ୧୨.୨୦ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିଥିଲା। ପାଞ୍ଚ ଦିନ ପରେ ନାସାର ଏଆଲ୍‌ଆରଓ ମହାକାଶଯାନ ସେହି ସ୍ଥାନ ଦେଇ ଯାଇଥିଲା। ଯେଉଁଠାରେ ସ୍ଲିମ୍‌ ଏକ ନରମ ଅବତରଣ କରିଥିଲା। ଏହି ସମୟ ମଧ୍ୟରେ ଏଲଆର୍‌ଓ ସ୍ଲିମ୍‌ର ଫଟୋ ଉଠାଇ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାର ସ୍ପଷ୍ଟ ହୋଇଯାଇଛି। ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ…

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି…

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ସୁଧୁରି ଯାଅ, ନଚେତ୍‌ କାଶୀରୁ ଇସଲାମାବାଦ ପର୍ଯ୍ୟନ୍ତ… ଚର୍ଚ୍ଚାରେ ରାଘବଙ୍କ ଏହି ଚେତାବନୀ

ନୂଆଦିଲ୍ଲୀ,୮ା୫: ଆମ୍‌ ଆଦ୍‌ମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ‘ଅପରେଶନ ସିନ୍ଦୂର’ର ପ୍ରଥମ ବାର୍ଷିକୀରେ ତାଙ୍କ ଇନ୍‌ଷ୍ଟାଗ୍ରାମ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

ଜଣାପଡିଲା କିଏ ହେବେ ମୁଖ୍ୟମନ୍ତ୍ରୀ! ପଶ୍ଚିମବଙ୍ଗରେ ପହଞ୍ଚିବା ପରେ ଶାହାଙ୍କ ଏହି ସଙ୍କେତକୁ ନେଇ ହଇଚଇ

କୋଲକାତା,୮।୫: ଆଜି ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ବିଧାୟକ ଦଳ ବୈଠକ ହେବାକୁ ଯାଉଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ବଙ୍ଗଳା ପାଇଁ ଭାଜପାର ପର୍ଯ୍ୟବେକ୍ଷକ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri