ହଠାତ୍‌ ପୃଥିବୀର ଗୋଟିଏ ଭାଗ ହୋଇଗଲା ଅନ୍ଧାର! ନାସା ସ୍ପେସ୍‌ ଷ୍ଟେଶନ ଉଠାଇଥିବା ଫଟୋ ପଛର କାହାଣୀ କ’ଣ…

ନୂଆଦିଲ୍ଲୀ,୨୧।୧୦: ମହାକାଶର ଏକ ବିରଳ ସୌର ଜାଗତିକ ଦୃଶ୍ୟ ସୂର୍ଯ୍ୟ ପରାଗ ଓ ଚନ୍ଦୟ ଗ୍ରହଣ। ଗତ ସପ୍ତାହରେ ଏକ ସୂର୍ଯ୍ୟ ଗ୍ରହଣ ଝଲକ ବିଶ୍ୱବାସୀ ଦେଖିବାକୁ ପାଇଥିଲେ। ସୂର୍ଯ୍ୟପରାଗରେ ପୃଥିବୀ ଓ ସୂର୍ଯ୍ୟ ମଝିରେ ଚନ୍ଦ୍ର ଅବସ୍ଥାନ କରିଥାଏ। ଯାହାଯୋଗୁ ସେଦିନ ପୃଥିବୀରେ ସୂର୍ଯ୍ୟ ପରାଗ ଦେଖାଯାଇଥାଏ। ତେବେ ଏଥର ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଥିଲା। ତାହା ହେଉଛି ‘ରିଙ୍ଗ ଅଫ ଫାୟାର’। ଏହା ହେବା ଦ୍ୱାରା ସୂର୍ଯ୍ୟପରାଗ ସମୟରେ ଚନ୍ଦ୍ର ସୂର୍ଯ୍ୟଙ୍କୁ ସମ୍ପୂର୍ଣ୍ଣ ଢାଙ୍କି ରଖିଥାଏ। ଏହି ସମୟରେ ଚନ୍ଦୟର ଚାରିପାଖରୁ ଆଲୋକ ଦୃଶ୍ୟମାନ ହୋଇଥାଏ। ତେବେ ଏହି ଦୃଶ୍ୟର ଏକ ବିରଳ ଫଟୋକୁ ଆମେରିକାର ସ୍ପେସ ଏଜେନ୍ସି ନାସା ଫଟୋ ମାଧ୍ୟମରେ କଏଦ କରିଛି।

https://earthobservatory.nasa.gov/images/151954/darkened-by-the-moons-shadow?utm_source=TWITTER&utm_medium=NASAEarth&utm_campaign=NASASocial&linkId=242163948

ଡିପ ସ୍ପେସ କ୍ଲାଇମେଡ ଅବଜରଭେଟରୀ(DSCOVR)ରେ ନାସା ଆର୍ଥ ପୋଲିକ୍ରେମାଟିକ ଇମେଜିଂ ଦ୍ୱାରା ଏହି ଫଷଟା ନିଆଯାଇଛି। ମୁହଁରେ ଗଳାଦାଗ ଲାଗିଯିବା ପରି ସୂର୍ଯ୍ୟପରାଗ ସମୟରେ ପୃଥିବୀର ଏକ ଅଂଶରେ କଳାଦାଗ ପରି ଦୃଶ୍ୟମାନ ହୋଇଥିଲା। ପୃଥିବୀଠାରୁ ପ୍ରାୟ ୧.୫ ମିଲିୟନ କିଲୋମିଟର ଦୂରରୁ ଏହି ଫଟୋକୁ ନାସା ଉଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri