ମହାକାଶରେ ପ୍ରଦୂଷଣ ଉପରେ ରଖାଯିବ ନଜର

ଓ୍ବାଶିଂଟନ,୮।୪: ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେଶ ଆଡମିନିଷ୍ଟ୍ରେଶନ(ନାସା) ଏମିତି ଏକ ଉପକରଣ ପ୍ରସ୍ତୁତ କରିଛି ଯାହା ବୈଜ୍ଞାନିକଙ୍କ ଦ୍ୱାରା ମହାକାଶରେ ବାୟୁର ଗୁଣବତ୍ତାର ନିରିକ୍ଷଣ କରିବାର ଉପାୟରେ ସୁଧାର ଆଣିବ। ଆମେରିକାର ମହାକାଶ ଏଜେନ୍ସି ଏଲନ ମସ୍କଙ୍କ ସହଯୋଗରେ ୭ ଏପ୍ରିଲକୁ ଟେମ୍ପୋ ଅବା ଟ୍ରେପୋସ୍ଫେରିକ ଏମିଶନ ମନିଟରିଂ ଅଫ ପଲ୍ୟୁଶନ ଇନସଟ୍ରୁମେଣ୍ଟ ନାମକ ଏକ ବାୟୁ ଗୁଣବତ୍ତା ମନିଟର ଲଞ୍ଚ କରିଛି।

ନାସା କହିଛି କି ନାସା-ସ୍ମିଥସୋନିୟମ ଇନସଟ୍ରୁମେଣ୍ଟ ଟେମ୍ପୋ ପ୍ରଥମ ମହାକାଶ ଆଧାରିତ ଉପକରଣ, ଯାହା ୪ ବର୍ଗ ମାଇଲ ପର୍ଯ୍ୟନ୍ତ ପ୍ରମୁଖ ବାୟୁ ପ୍ରଦୂଷଣକୁ ପ୍ରତି ଘଣ୍ଟାରେ ନିରିକ୍ଷଣ କରିବ। ଆମେରିକା ମହାକାଶ ଏଜେନ୍ସି ଟୁଇଟରରେ ପୋଷ୍ଟ କରି କହିଛି କି ଦକ୍ଷିଣ ଆମେରିକାରେ ଦିନରେ ବାୟୁର ଗୁଣବତ୍ତାର ଟେମ୍ପୋ ପ୍ରତି ଘଣ୍ଟାରେ ରିପୋର୍ଟ ଦେବ। ଏହା ପ୍ରମୁଖ ୩ଟି ପ୍ରଦୂଷଣ ଉପରେ ନଜର ରଖିବ ଓ ସହରରେ ବଢୁଥିବା ପ୍ରଦୂଷଣକୁ ନେଇ ସଚେତନ କରାଇବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri