Posted inଜାତୀୟ

ଭାରତୀୟ ମହକାଶଚାରୀଙ୍କୁ ତାଲିମ ଦେବ ନାସା

ଓ୍ବାଶିଂଟନ,୨୫ା୫:  ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ଆଇଏସ୍‌ଏସ୍‌)କୁ ମିଳିତ ମିଶନ ପଠାଇବା ନିମନ୍ତେ ଆମେରିକା ମହକାଶ ପ୍ରତିଷ୍ଠାନ ନାସା ଭାରତୀୟ ମହାକାଶଚାରୀମାନଙ୍କୁ ଅଗ୍ରୀମ ପ୍ରଶିକ୍ଷଣ ପ୍ରଦାନ କରିବ। ଚ

ଳିତ ବର୍ଷ କିମ୍ବା ଏହାର ଠିକ୍‌ ପରେ ନାସା ଆଇଏସ୍‌ଏସ୍‌କୁ ମିଶନ ପଠାଇବ ବୋଲି ଭାରତରେ ଆମେରିକାରର ରାଷ୍ଟ୍ରଦୂତ ଏରିକ ଗାର୍‌ସେଟ୍ଟି କହିଛନ୍ତି। ଆମେରିକା-ଭାରତ ବ୍ୟବସାୟିକ ମହାକାଶ ସମ୍ମିଳନୀରେ ଭାଗନେଇ ଗାର୍‌ସେଟ୍ଟି ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri