ପୃଥିବୀରେ ଖସିବ ନାସାର ୩୮ ବର୍ଷ ପୁରୁଣା ଉପଗ୍ରହ…

ଓ୍ବାଶିଂଟନ,୮।୧ : ଆମେରିକାର ସ୍ପେସ ଏଜେନ୍ସି ନାସାର ୩୮ ବର୍ଷ ପୁରୁଣା ଉପଗ୍ରହ ଏହି ସପ୍ତାହ ଶେଷ ସୁଦ୍ଧା ପୃଥିବୀକୁ ଖସିପାରେ। ଆମେରିକାର ପ୍ରତିରକ୍ଷା ବିଭାଗର ସୂଚନା ଅନୁଯାୟୀ, ରବିବାର ରାତିରେ ଆର୍ଥ ରେଡିଏସନ ବଜେଟ ସାଟେଲାଇଟ (ଇଆରବିଏସ) ଉପଗ୍ରହ ତଳ ଖସିବାର ସମ୍ଭାବନା ରହିଛି। ଏହାର ଆବର୍ଜନା ପୃଥିବୀ ପର୍ଯ୍ୟନ୍ତ ଆସିବାକୁ ପ୍ରାୟ ୧୭ ଘଣ୍ଟା ଲାଗିବ। ତେବେ ନାସା କହିଛି ଯେ ଉପଗ୍ରହ ଆବର୍ଜନା କାହା ଉପରେ ପଡିବା ସମ୍ଭାବନା ବହୁତ କମ।

ପୃଥିବୀର ବାୟୁମଣ୍ଡଳକୁ ପୁନର୍ବାର ପ୍ରବେଶ କରିବା ପୂର୍ବରୁ ୨,୪୫୦ କିଲୋଗ୍ରାମ ବିଶିଷ୍ଟ ଉପଗ୍ରହର ଅଧିକାଂଶ ଅଂଶ ଜଳିଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri