ଦ୍ୱିତୀୟ ଥର ବିଫଳ ହେଲା ନାସାର ଚନ୍ଦ୍ର ମିଶନ…

ଓ୍ବାଶିଂଟନ, ୩।୯ : କ୍ରମାଗତ ଦ୍ୱିତୀୟଥର ପାଇଁ ନାସାର ଚନ୍ଦ୍ର ମିଶନ ବିଫଳ ହୋଇଛି। ରକେଟ ଇଞ୍ଜିନରେ କେତେକ ତ୍ରୁଟି ଯୋଗୁ ଶେଷ ମୁହୁର୍ତ୍ତରେ ମିଶନକୁ ବନ୍ଦ କରି ଦିଆଯାଇଛି। ଇଞ୍ଜିନରୁ ଇନ୍ଧନ ଲିକ୍‌ ହେଉଥିବା ଜଣାପଡ଼ିବା ପରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ନାସା ଚନ୍ଦକୁ ମଣିଷ ପଠାଇବା ପୂର୍ବରୁ ଏକ ପରୀକ୍ଷଣ ଅନ୍ତର୍ଗତ ଏହି ରକେଟ ଉତ୍‌କ୍ଷେପଣ କରାଯିବାର ଥିଲା। ଏବେ ଇନ୍ଧନରେ ପରିବର୍ତ୍ତନ କରାଯାଇ ପରେ ପୁଣି ଆର୍ଟିମିସ୍‌-୧ ଲୁନାର ମିଶନ ପାଇଁ ନୂଆ ତାରିଖ ଏବଂ ସମୟ ଘୋଷଣା କରାଯିବ।

ଏହି ରକେଟକୁ ନାସାର କେନେଡ଼ି ସ୍ପେସ୍‌ ସେଣ୍ଟରର ଲଞ୍ଚ ପ୍ୟାଡରେ ରଖାଯାଇଛି। ଏହାର ଲମ୍ବ ୩୨୨ ଫୁଟ(୯୮ ମିଟର)। ଏହାର ଶୀର୍ଷରେ ଥିବା ସ୍ପେସ୍‌ କ୍ରୁ କ୍ୟାପସୁଲ ଖାଲି ରହିଛି।

ଏହି ମିଶନ ସଫଳ ହେଲେ ୫୦ ବର୍ଷ ତଳେ ଆପୋଲୋ ପରୀକ୍ଷଣ ପରେ ଏହା ଚନ୍ଦ୍ର ପଠାଯାଉଥିବା ପ୍ରଥମ କ୍ୟାପସୁଲ୍‌ ହେବ। ମିଶନ ସଫଳ ହେଲେ ୨୦୨୪ରେ ଯାତ୍ରୀମାନେ କ୍ରୁ କ୍ୟାପସୁଲରେ ବସି ଚନ୍ଦ୍ର ଚାରିପଟେ ଉଡ଼ିପାରିବେ। ସେହିପରି ୨୦୨୫ରେ ଚନ୍ଦ୍ର ଉପରେ ଓହ୍ଲାହି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri