Posted inଜାତୀୟ

ଭାଜପା କାର୍ଯ୍ୟାଳୟ ଉପରେ ଶିବସେନା କର୍ମୀଙ୍କ ପଥରମାଡ

ମୁମ୍ବାଇ,୨୪ ।୮: କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ନାରାୟଣ ରାଣେଙ୍କ ବିବାଦୀୟ ବୟାନ ପରେ ଏବେ ମହାରାଷ୍ଟ୍ରରେ ବିବାଦ ମୁଣ୍ଡ ଟେକିଛି । ସମ୍ପୂର୍ଣ୍ଣ ରାଜ୍ୟରେ ଶିବସେନା ଓ ଭାଜପା କର୍ମୀ ମୂହାଁମୁହିଁ ହୋଇଛନ୍ତି । ଇତିମଧ୍ୟରେ ନାସିକରେ ଥିବା ଭାଜପା କାର୍ଯ୍ୟାଳୟ ଉପରକୁ ପଥରମାଡ ହୋଇଥିବା ଜଣାପଡିଛି । ଶିବସେନା କର୍ମୀଙ୍କ ଦ୍ୱାରା ଏହି ପଥରମାଡ କରାଯାଇଛି ବୋଲି କୁହାଯାଉଛି । ଏହାସହ ସାଙ୍ଗଲିରେ ରାଣେଙ୍କ ପୋଷ୍ଟରକୁ ମଧ୍ୟ ସୁଟ୍ କରାଯାଇଥିବା କୁହାଯାଉଛି । ସୂଚନାଯୋଗ୍ୟ, ଭାଜପା ନେତା ରାଣେ ନିକଟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ନେଇ ଏକ ବୟାନ ଦେଇଥିଲେ । ଏଥିରେ ସେ ଠାକରେଙ୍କ ଆଲୋଚନା କରିବା ଓ ତାଙ୍କୁ ଚାପୁଡା ମାରିବାକୁ କହିଥିଲେ । ଏହାପରେ ରାଣେଙ୍କ ବିରୋଧରେ ପୋଲିସରେ ଏଫ୍‌ଆଇଆର୍ ଦାଖଲ କରାଯାଇଥିଲା । ଆଉ ଏହାପରେ ଶିବସେନା କର୍ମୀମାନେ ପଥରମାଡ କରିବା ଆରମ୍ଭ କରି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?