Posted inଖେଳ

ବିରାଟଙ୍କୁ ନେଇ ନାସିର ହୁସେନଙ୍କ ବଡ଼ ମନ୍ତବ୍ୟ: କହିଲେ କେବଳ ତାଙ୍କ ପାଇଁ…

ନୂଆଦିଲ୍ଲୀ,୨୭।୧: ଇଂଲଣ୍ଡର ପୂର୍ବ ଅଧିନାୟକ ନାସିର ହୁସେନ ଭାରତୀୟ ଟିମ୍‌ର ଅଧିନାୟକ ବିରାଟ କୋହଲିଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି। କେବଳ ବିରାଟ ଭାରତର ବର୍ତ୍ତମାନର ଟିମ୍‌ ମନରେ ଉତ୍ସାହ ଭରି ଦେଇଛନ୍ତି। ଏବେର ଟିମ୍‌ ହାର୍‌ ମାନିବାକୁ ପ୍ରସ୍ତୁତ ନୁହେଁ। ପଡ଼ିଆ ବାହାରେ ହେଉ ଅବା ଭିତରେ ବିପରିତ ପରିସ୍ଥିତିରେ ମଧ୍ୟ ଖେଳାଳିମାନେ ଭଲ ପ୍ରଦର୍ଶନ କରୁଛନ୍ତି। କୋହଲି ଏବଂ କିଛି ପ୍ରମୁଖ ଖେଳାଳି ଆହତ ହୋଇଥିବା ସତ୍ତ୍ୱେ ଭାରତର ଅନୁଭବହୀନ ଟିମ୍‌ ରାହାନେଙ୍କ ଅଧିନାୟକତ୍ୱରେ ସିରିଜ ଜିତି ଭିନ୍ନ ଉଦାହରଣ ସୃଷ୍ଟି କରିଛି ବୋଲି ହୁସେନ କହିଛନ୍ତି। ଏହାଛଡ଼ା ସେ ଇଂଲଣ୍ଡକୁ ଫେବୃୟାରୀ ୫ରୁ ଆରମ୍ଭ ହେବାକୁ ଥିବା ଚାରି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ କଡ଼ା ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ ରହିବାକୁ କହିଛନ୍ତି।

ସ୍କାଇ ସ୍ପୋଟର୍ସ ସହ ସାକ୍ଷାତକାରରେ ହୁସେନ କହିଛନ୍ତି, ଭାରତୀୟ ଟିମ୍‌ ଅଷ୍ଟ୍ରେଲିଆରେ ୩୬ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ପରେ ବିରାଟ ଛୁଟିରେ ଚାଲିଯାଇଥିଲେ। ଜଣଙ୍କ ପରେ ଜଣେ ବୋଲର୍‌ ଆହତ ହେବା ଯୋଗୁ ବୋଲିଂ ବିଭାଗ ଅଚଳ ହୋଇ ଯାଇଥିଲା। ଏହାସତ୍ତ୍ୱେ ପଡ଼ିଆ ଭିତରେ ଦମ୍‌ଦାର ପ୍ରଦର୍ଶନ କରିଥିଲା ଦଳ। ଏଣୁ ଏହି ଟିମ୍‌ ଉପରେ କେହି ବି ଚାପ ପକାଇପାରିବେ ନାହିଁ। ଭାରତ ଏବେ ମଜଭୂତ ଟିମ୍‌ରେ ପରିବର୍ତ୍ତିତ ହୋଇଛି। କୋହଲିଙ୍କ ଯୋଗୁ ଏହା ସମ୍ଭବ ହୋଇଛି। ଆସନ୍ତା ସିରିଜ୍‌ରେ ଇଂଲଣ୍ଡ ଦଳକୁ ସର୍ବଶ୍ରେଷ୍ଠ ୧୩ ରୁ ୧୫ ଖେଳାଳିଙ୍କୁ ଧରି ପଡ଼ିଆକୁ ଓହ୍ଲାଇବାକୁ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri