Posted inଖେଳ

ଆଇପିଏଲରୁ ବାଦ୍‌ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୨୨।୪ : ସନରାଇଜର୍ସ ହାଇଦ୍ରାବାଦ୍‌ ପେସର ଟି. ନଟରାଜ ଚଳିତ ଆଇପିଏଲରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଆଣ୍ଠୁରେ ପୁଣି ଥରେ ସମସ୍ୟା ଦେଖାଦେଇଛି। ଆହତ ସମସ୍ୟା ଯୋଗୁ ୩୦ ବର୍ଷୀୟ ପେସର ଚଳିତ ଆଇପିଏଲରେ କେବଳ ଦୁଇଟି ମ୍ୟାଚ୍‌ ଖେଳିଛନ୍ତି। ତାଙ୍କୁ ଏବେ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି।

ଏହି ବୋଲରଙ୍କୁ ଏବେ ବେଙ୍ଗାଲୁରୁ ସ୍ଥିତ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ରେ ରିପୋର୍ଟ କରିବାକୁ ପଡ଼ିବ ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି। ଆମ ପାଖରେ ପୂରା ରିପୋର୍ଟ ନାହିଁ। କିନ୍ତୁ ଆଣ୍ଠୁ ସମସ୍ୟା ପୁଣି ଥରେ ଦେଖାଦେଇଛି। ତାଙ୍କୁ ଏନ୍‌ସିଏରେ ରିହାବ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ-କୋହଲିଙ୍କ ମଧ୍ୟରୁ କାହାକୁ ମିଳେ କେତେ ପାରିଶ୍ରମିକ

ନୂଆଦିଲ୍ଲୀ.୧୦।୧୨: ଭାରତୀୟ କ୍ରିକେଟ ଦଳକୁ ଆଗକୁ ନେବା ଦାୟିତ୍ୱ ଏବେ ରୋହିତ ଶର୍ମାଙ୍କ କାନ୍ଧକୁ ଆସିଛି। ମୁମ୍ବାଇର ଏହି ତାରକା ଖେଳାଳିଙ୍କୁ ଭାରତୀୟ ଦିନିକିଆ ଏବଂ...

ଆହତ ଓ୍ବାର୍ନର ପ୍ରଥମ ଟେଷ୍ଟ ଖେଳିପାରିବେନି: ବନର୍‌ସ-ପୁକୋଭସ୍କି ଇନିଂସ ଓପନ କରିପାରନ୍ତି

କାନବେରା, ୨।୧୨(ପି.ଟି.)- ଉରୁସନ୍ଧିଆ ଆଘାତ ଜନିତ ସମସ୍ୟା ଯୋଗୁ ଡେଭିଡ ଓ୍ବାର୍ନର ଭାରତ ବିପକ୍ଷ ଅବଶିଷ୍ଟ ସୀମିତ ଓଭର କ୍ରିକେଟ ମ୍ୟାଚ ସହିତ ଅତିକମ୍‌ରେ ପ୍ରଥମ...

ନାମକରଣ ଜରିଆରେ ସମ୍ମାନିତ ହେବେ କ୍ରୀଡ଼ାବିତ୍‌

ନୂଆଦିଲ୍ଲୀ, ୧୮ା୧ (ପି.ଟି.)-ଦେଶ ପାଇଁ ଗୌରବ ଆଣିଥିବା କ୍ରୀଡ଼ାବିତଙ୍କୁ ଭିନ୍ନ ଏକ ଉପାୟରେ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଛି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ। ସ୍ପୋଟର୍‌ସ ଅଥରିିଟି...

ପ୍ରତ୍ୟେକ ଦିନ ନୂଆ ଅଭିଜ୍ଞତା ରହିଥିଲା: ଶୁଭେନ୍ଦୁ

ଭୁବନେଶ୍ୱର, ୩।୬(ସ୍ପୋଟର୍‌ସ ବ୍ୟୁରୋ)- ଭାରତୀୟ ୧୬ ବର୍ଷରୁ କମ୍‌ ଫୁଟ୍‌ବଲ ଦଳର ମୁଖ୍ୟ କୋଚ୍‌ ତଥା ଦେଶର ପ୍ରଥମ ସ୍କୋରର ଏକ୍ସପର୍ଟ ଶୁଭେନ୍ଦୁ ପଣ୍ଡା କ୍ରୋଏସିଆର...

ହେଟମେର, ହୋପ୍‌ଙ୍କ ଶତକ: ଓ୍ବେଷ୍ଟଇଣ୍ଡିଜର ସହଜ ବିଜୟ

ଚେନ୍ନାଇ, ୧୫।୧୨- ମ୍ୟାନ ଅଫ ଦି ମ୍ୟାଚ ଶିମରନ ହେଟମେର ଓ ଶାଇ ହୋପ୍‌ଙ୍କ ଶତକ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ରବିବାର ଅନୁଷ୍ଠିତ ଭାରତ ବିପକ୍ଷ ପ୍ରଥମ...

ସମ୍ମାନ ବଞ୍ଚାଇଲେ ଭରତ

ଲିସେଷ୍ଟର,୨୩।୬: ସ୍ଥାନୀୟ ଗ୍ରେସ ରୋଡଠାରେ ଭାରତ ଓ ଲିସେଷ୍ଟର ମଧ୍ୟରେ ଗୁରୁବାରଠାରୁ ୪ ଦିନିଆ ଓ୍ବାର୍ମଅପ୍‌ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ...

୧୯ ବର୍ଷରୁ କମ୍‌ ପାକିସ୍ତାନ ଦଳରୁ ବାଦ୍‌ ପଡ଼ିଲେ ଅନ୍ତର୍ଜାତୀୟ ଷ୍ଟାର

ଲାହୋର,୧।୧- ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିସାରିଥିବା ନସିମ ଶାହଙ୍କୁ ୧୯ ବର୍ଷରୁ କମ୍‌ ପାକିସ୍ତାନ ବିଶ୍ୱକପ୍‌ ଦଳରୁ ବାଦ୍‌ ଦିଆଯାଇଛି। ଆସନ୍ତା ୧୭ ତାରିଖରୁ ଦକ୍ଷିଣ...

୩୦ ବର୍ଷ ପରେ ପ୍ରଥମ ପ୍ରିମିୟର ଲିଗ୍‌ ଟାଇଟଲ ଜିତିଲା ଲିଭରପୁଲ

ଲିଭରପୁଲ,୨୭।୬(ଏପି): ଦୀର୍ଘ ୩୦ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇ ଲିଭରପୁଲ ପ୍ରଥମଥର ପାଇଁ ଇଂଲିଶ୍‌ ପ୍ରିମିୟର ଲିଗ୍‌ (ଇପିଏଲ୍‌) ଟାଇଟଲ ହାସଲ କରିଛି। ଏକ ଗୁରୁତ୍ୱପୂର୍ଣ୍ଣ...

Advertisement
Archives

Model This Week