Posted inଖେଳ

ଏହି କ୍ରିକେଟରଙ୍କୁ ରୋମାଣ୍ଟିକ୍‌ ପୋଷ୍ଟ ଲେଖିଲେ ସ୍ତ୍ରୀ

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଆଜି ନିଜର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ଜନ୍ମଦିନରେ ସେ ପରିବାରଠାରୁ ଦୂରରେ ଅଛନ୍ତି। ଏଭଳି ପରିସ୍ଥିତିରେ ହାର୍ଦ୍ଦିକଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକ ରୋମାଣ୍ଟିକ ଫଟୋ ଶେୟାର କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହି ଫଟୋ ଗୁଡ଼ିକରେ ଉଭୟଙ୍କର ସ୍ମରଣୀୟ ମୁହୂର୍ତ୍ତ ସବୁ କଏଦ୍‌ ହୋଇଛି। ପ୍ରଥମ ଫଟୋଟିରେ ହାର୍ଦ୍ଦିକ ଦୁବାଇରେ ନତାଶାଙ୍କୁ ବିବାହ ପ୍ରସ୍ତାବ ଦେଇଥିବାବେଳର। ଦ୍ୱିତୀୟ ଫଟୋରେ ନତାଶା ଗର୍ଭବତୀ ଥିବା ସମୟରେ ହାର୍ଦ୍ଦିକ ତାଙ୍କ ପେଟକୁ ଚୁମ୍ବନ ଦେଉଥିବାର ଦେଖାଯାଉଛି। ଏହି ଫଟୋ ଶେୟାର କରି ନତାଶା ଲେଖିଥିଲେ- ମୋର ପ୍ରିୟ, ବନ୍ଧୁ ଏବଂ ପ୍ରେମିକଙ୍କୁ ଜନ୍ମଦିନର ଶୁଭେଚ୍ଛା। ତୁମେ ଆମ ଜୀବନରେ ବହୁତ ଖୁସି ଆଣିଛ। ମୁଁ ତୁମ ସହିତ ବିତାଇଥିବା ପ୍ରତ୍ୟେକ ମୁହୂର୍ତ୍ତ ପାଇଁ ତୁମକୁ ଧନ୍ୟବାଦ। ତୁମେ ଫେରିବାକୁ ଅପେକ୍ଷା କରିଛୁ। ବିଶେଷକରି ଅଗସ୍ତ୍ୟ ତୁମକୁ ବହୁତ୍‌ ମିସ୍‌ କରୁଛି। ନତାଶା ହାର୍ଦ୍ଦିକ ଏବଂ ପୁଅ ଅଗସ୍ତ୍ୟଙ୍କ ସୁନ୍ଦର ଫଟୋ ସହିତ ଏକ ଭିଡିଓ ମଧ୍ୟ ଶେୟାର କରିଛନ୍ତି। ସୂଚନାଯୋଗ୍ୟ, ହାର୍ଦ୍ଦିକ ଏବଂ ନତାଶା ଗତ ଜାନୁଆରୀରେ ସେମାନଙ୍କ ନିର୍ବନ୍ଧ ସମ୍ପର୍କରେ ଘୋଷଣା କରିଥିଲେ। ଗତ ଅଗଷ୍ଟରେ ପୁଅ ଅଗସ୍ତ୍ୟଙ୍କୁ ଜନ୍ମ ଦେଇଥିଲେ ନତାଶା। ଏବେ ହାର୍ଦ୍ଦିକ ଆଇପିଏଲ ଟୁର୍ନାମେଣ୍ଟ ପାଇଁ ଦୁବାଇରେ ଅଛନ୍ତି।

https://www.instagram.com/p/CGMUmjNAZhb/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?